ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଜିଦ୍‌ରେ ଚାଷୀ

ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ସହ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ ପାଇଁ ସରକାର ଗ୍ୟାରେଣ୍ଟି ଦିଅନ୍ତୁ ବୋଲି…

ମା’ କୋଳକୁ ଫେରିଲା ହସ୍ପିଟାଲରୁ ଚୋରି ଶିଶୁ

ସୋନପୁର,୨୨।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଶନିବାର ସକମାଳେ ଚୋରି ହୋଇଥିବା ନବଜାତ ଶିଶୁକନ୍ୟା ରବିବାର ମିଳିଛି। ଜନ୍ମଦାତ୍ରୀ ସନ୍ତୋଷିନୀଙ୍କ ନିକଟରୁ ସେ ସ୍ତନ୍ୟପାନ କରିଛି। ଶିଶୁକୁ…

ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି

ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ…

ଶ୍ରେଷ୍ଠ ୧୦ରେ ଓଡ଼ିଶାର ଦୁଇ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଏଜୁକେଶନ ଓ୍ବାର୍ଲଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୧-୨୨ର ଦୁଇଟି ବର୍ଗରେ ଶ୍ରେଷ୍ଠ ୧୦ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଦ୍ୱାରା ପରିଚାଳିତ ଦୁଇଟି ସ୍କୁଲ ସ୍ଥାନ…

୨୩ରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିବ।…

ଖର୍ଚ୍ଚ ହୋଇପାରୁନି ନିର୍ଭୟା ପାଣ୍ଠି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଭୟା ପାଣ୍ଠି…

‘ପୂର୍ବ ସ୍ଥିତି ଫେରିନି, ଆଉ ୮ ମାସର ମାଗଣା ରାଶନ ଦିଅ’

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): କୋଭିଡ୍‌ ମହାମାରୀ ପୂର୍ବରୁ ଅର୍ଥନୈତିକ କାର୍ଯ୍ୟକଳାପ ଯେପରି ଥିଲା, ଏପର୍ଯ୍ୟନ୍ତ ସେ ସ୍ଥିତି ଫେରିନି। ଏବେବି ଲୋକେ ଜୀବନଜୀବିକା ପାଇଁ ସଂଘର୍ଷ ଜାରି ରଖିଛନ୍ତି।…

କଇଁଛ କାଟୁଛି ରିବନ୍‌ ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ ଶିବପାଲ…

ପଠାନକୋଟରେ ଗ୍ରେନେଡ ମାଡ, ସମଗ୍ର ଜିଲାରେ ହାଇ ଆଲର୍ଟ

ପଠାନକୋଟ,୨୨ ।୧୧: ପଞ୍ଜାବର ପଠାନକୋଟରେ ଥିବା ସେନା ଗେଟ ନିକଟରେ ରବିବାର ବିଳମ୍ବିତ ରାତ୍ରିରେ ଗ୍ରେନେଡ ମାଡ ହୋଇଛି । ସେନା କ୍ୟାମ୍ପର ତ୍ରିବେଣୀ ଦ୍ୱାର ଗେଟରେ…