୨ ଦିନର ବର୍ଷା ଭାଙ୍ଗିଦେଲା ଉତ୍କଳ ବିଶ୍ୱବିଦ୍ୟାଳୟର ପାଚେରି

ଚଣ୍ଡିଖୋଲ,୧୩ା୯(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ସିହାଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌(ଗ୍ରାମୀଣ) କାର୍ଯ୍ୟ ଚାଲିଛି। ହେଲେ ଲଘୁଚାପ ବର୍ଷା ଯୋଗୁ କ୍ୟାମ୍ପସ୍‌ର ୧୦୦ ଫୁଟ୍‌ରୁ ଊର୍ଦ୍ଧ୍ୱ ଲମ୍ବର…

ମୋ ଝିଅକୁ ତଣ୍ଟିଚିପି ମାରିଦେଲେ

ଦିଗପହଣ୍ଡି,୧୩ା୯(ଡି.ଏନ.ଏ.): ସ୍ତ୍ରୀ ହତ୍ୟା ଅଭିଯୋଗରେ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଲକ୍ଷ୍ମଣ ନାଇକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ…

ଭାସିଗଲା ବୋଡ଼ାନଦୀ କଲଭର୍ଟ

ଭଞ୍ଜନଗର,୧୩।୯(ଡି.ଏନ.ଏ): ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ୩ ଦିନ ହେଲା ବର୍ଷା ହେଉଛି। ସୋମବାର ଦିନତମାମ ଲଗାଣ ବର୍ଷା ହୋଇଛି। ଫଳରେ ବୋଡ଼ାନଦୀ ବନ୍ୟାଜଳରେ…

ଭୁଶୁଡ଼ିଲା ଆନ୍ଧ୍ର ମହିଳା ସମାଜମ୍‌ କୋଠା

ବ୍ରହ୍ମପୁର ଅଫିସ୍‌,୧୩ା୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରର ଗିରି ମାର୍କେଟରେ ଥିବା ବହୁ ପୁରାତନ ଆନ୍ଧ୍ର ମହିଳା ସମାଜମ୍‌ କୋଠା ଭୁଶୁଡି ପଡ଼ିଛି। ଏହି…

କ୍ଷତିପୂରଣ ପାଇଁ ଇସିବିକୁ ଏଭଳି ପ୍ରସ୍ତାବ ଦେଲା ବିସିସିଆଇ

ମାଞ୍ଚେଷ୍ଟର,୧୩।୯: ଆଗାମୀ ବର୍ଷ ଜୁଲାଇରେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାର ଅଛି। ସେହି ସିରିଜ୍‌ରେ ଅତିରିକ୍ତ ୨ଟି…

ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି। ମନ୍ଦିରର…

‘ମନ୍ତ୍ରୀ ପଦ ପାଇଁ କଂଗ୍ରେସ ଛାଡ଼ି ଭାଜପାରେ ମିଶିଥିଲି’

ବେଲାଗାଭି,୧୩।୯: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ସରକାର ଭାଙ୍ଗିବା ପୂର୍ବରୁ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପାଇଁ ମୋତେ ଟଙ୍କା ନେବାକୁ ପ୍ରସ୍ତାବ ଦିଆଯାଇଥିଲା। ରବିବାର ଏଭଳି…

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲାର…

ଶାସ୍ତ୍ରୀଙ୍କୁ ଦଣ୍ଡିତ କରାଯିବ ନାହିଁ

ନୂଆଦିଲ୍ଲୀ,୧୩।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟ ପୂର୍ବରୁ ଲଣ୍ଡନରେ ନିଜ ବୁକ୍‌ ଲଞ୍ଚିଂ ପ୍ରୋଗ୍ରାମରେ ଯୋଗ ଦେଇଥିଲେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ତାହା…

ବିଏମ୍‌ସିର ବିନା ଅନୁମତିରେ ଚାଲିଥିଲା ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବିଏମ୍‌ସିର ବିନା ଅନୁମତିରେ ଆୟୋଜନ ହେଉଥିଲା ପ୍ରଦର୍ଶନୀ । ଏନେଇ ଜୟଦେବ ବିହାର ସ୍ଥିତ ତିରୁମାଳା ତିରୁପତି ଦେବସ୍ଥାନମ୍‌ କଲ୍ୟାଣ ମଣ୍ଡପକୁ ବିଏମ୍‌୍‌ସି ପକ୍ଷରୁ ସିଲ୍‌…