ମାଛ ଧରିବାକୁ ଯାଇ ଆଉ ଘରକୁ ଫେରିଲେନି ବ୍ୟକ୍ତି

ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ମାଛ ଧରିବାକୁ ଯାଇ ସଞ୍ଜୟ ରାଉତ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ତାଙ୍କ ମୃତଦେହ…

୧୭ରୁ ପୁଣି ବର୍ଷା!

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ: ବଢ଼ୁଛି ଋଷିକୁଲ୍ୟା

ପୁରୁଷୋତ୍ତମପୁର,୧୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ହେଲା ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ଚାଷ ଜମିଗୁଡ଼ିକ…

ସବଜି ମଣ୍ଡି ଅଞ୍ଚଳରେ ଭାଙ୍ଗିଲା ଚାରି ମହଲା କୋଠା: ଅନେକେ ପୋତିହୋଇ ପଡିଥିବା ଆଶଙ୍କା

ନୂଆଦିଲ୍ଲୀ,୧୩ ।୯: ରାଜଧାନୀ ଦିଲ୍ଲୀର ସବଜି ମଣ୍ଡି ଅଞ୍ଚଳରେ ସୋମବାର ଏକ ୪ ମହାଲା କୋଠା ଭୂଷୁଡି ପଡିଛି । ଖବର ପାଇଁ ପୋଲିସ ସେଠାରେ ପହଞ୍ଚିଥିବା…

ମାଛ ଧରିବାକୁ ଯାଇ ନିଖୋଜ ଯୁବକ: ଚାଲିଛି ଖୋଜା

ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ଭାସି ଜଣେ ଯୁବକ ନିଖୋଜ ଅଛନ୍ତି। ସେ ହେଲେ ନତକାଇ ପଞ୍ଚାୟତ ଏକୁରିଖ ଗ୍ରାମର ସଞ୍ଜୟ ରାଉତ…

ତୃତୀୟ ଲହର ଆଶଙ୍କା କମ୍‌, ସ୍କୁଲ ଖୋଲିବା ନିଷ୍ପତ୍ତି ବୁଝି ବିଚାରି କରିବା ଆବଶ୍ୟକ …

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆସିବା ଆଶଙ୍କା କମ୍‌ ରହିଛି। ତେବେ ସ୍କୁଲ ଖୋଲିବା ନେଇ ସରକାର ବୁଝି ବିଚାରି ନିଷ୍ପତ୍ତି ଗ୍ରହଣ କରିବା…

ଦରଦାମ ବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ: ଶଗଡ଼ ଗାଡିରେ ବିଧାନସଭା ପହଞ୍ଚିଲେ ଡିକେ ଶିବକୁମାର, ସିଦ୍ଧରମୈୟା

ବେଙ୍ଗାଲୁରୁ,୧୩ ।୯: କର୍ନାଟକ କଂଗ୍ରେସର ବଡ ବଡ ନେତାମାନେ ପେଟ୍ରୋଲ-ଡିଜେଲ ଓ ରୋଷେଇ ଗ୍ୟାସର ଦରବୃଦ୍ଧିକୁ ବିରୋଧ କରି ସୋମବାର ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ…

ପ୍ରକାଶ ପାଇଲା +୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଯୁକ୍ତ ଦୁଇ କଲେଜରେ ନାମଲେଖା ପାଇଁ ସୋମବାର ପ୍ରକାଶ ପାଇଛି ପ୍ରଥମ ମେରିଟ ଲିଷ୍ଟ। ଦିନ ସାଢେ ୧୧ଟାରେ ସାମସ ୱେବସାଇଟ (www.samsodisha.gov.in)ରେ ତାଲିକା ପ୍ରକାଶ ପାଇଛି।…

ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ପାଣି,ଅର୍ଦ୍ଧାଧିକ ବୁଡିଲା ବିଗ୍ରହ

ଆରଡି, ୧୩।୯, (ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ସୋମବାର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ପ୍ରାୟ ୧ ଫୁଟ ଉଚ୍ଚତାରେ ପାଣି ଥିବାରୁ ମଣିବାବାଙ୍କ ବିଗ୍ରହ…

ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୩।୯: ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ସୋମବାର କହିଛନ୍ତି। ନ୍ୟାଶନାଲ କମ୍ପାନୀ ଲ ଆପେଲେଟ୍‌ ଟ୍ରିବ୍ୟୁନାଲକୁ ଏନେଇ କଡ଼ା…