ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ ସରକାରଙ୍କ…

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ କରୁଥିଲେ।…

କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ଶୂନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ରଗଡ଼ିସ୍ଥିତ ସରକାରୀ ପଲିଟେକନିକର ୯୭ ଛାତ୍ରୀଛାତ୍ର ୨୦୨୦-୨୧ ବର୍ଷରେ ରାଜ୍ୟର ବିଭିନ୍ନ ଶିଳ୍ପାନୁଷ୍ଠାନରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ…

ଯୁବକଙ୍କ ପତ୍ତା ପାଉନି ପୋଲିସ

ଖୋର୍ଦ୍ଧା ଅଫିସ,୨୦।୧୧: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କୁମ୍ଭିଲୋ ଗ୍ରାମର ସନ୍ତୋଷ କୁମାର ବେହେରା ଓରଫ ରାଜା(୨୫)ଗାଈ ଚରାଇବାକୁ ଯାଇ ଅକ୍ଟୋବର ୨୪ରୁ ନିଖୋଜ ଅଛନ୍ତି। ଘଟଣାକୁ…

ନନ୍ଦନକାନନରେ ପୁଣି ଗଡ଼ିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୨୦।୧୧(ଡି.ଏନ୍‌.ଏ.): ବହୁ ବିଭ୍ରାଟ ପରେ ଶୁକ୍ରବାର ନନ୍ଦନକାନନରେ ଶିଶୁ ରେଳଗାଡି(ଟୟ ଟ୍ରେନ) ପୁଣି ଚାଲିିଛି। ଶେଷ ଟ୍ରିପ୍‌ ପର୍ଯ୍ୟନ୍ତ ଠିକ୍‌ ଭାବେ ଚାଲିଥିବା ବେଳେ କୌଣସି ତ୍ରୁଟି…

ଭିତର ରତ୍ନଭଣ୍ଡାର ଚାବିକୁ ନେଇ ହଟୁନି ଦ୍ୱନ୍ଦ୍ୱ

ପୁରୀ ଅଫିସ,୨୦।୧୧: ରତ୍ନଭଣ୍ଡାରକୁ ନେଇ ନୂଆ ବିବାଦ ଦେଖାଦେଇଛି। ପୂର୍ବରୁ ରତ୍ନଭଣ୍ଡାର ଚାବି ଘଟଣାରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକଳାପ ଉପରେ ସାଧାରଣରେ ଅନେକ…

କୃଷି ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ପାଳିବ ‘କୃଷକ ବିଜୟ ଦିବସ’ ରାଲି ସହ ବାହାରିବ କ୍ୟାଣ୍ଡେଲ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି । ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଶନିବାର ‘କୃଷକ ବିଜୟ…

କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’।…

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ…

‘ଆତ୍ମା’ କର୍ମଚାରୀଙ୍କୁ ଅଣଦେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ବୈଷୟିକ ପରିଚାଳନା ଏଜେନ୍ସି (ଆତ୍ମା) ହେଉଛି କୃଷି ବିଭାଗର ମେରୁଦଣ୍ଡ । ଧାନ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା…