ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ, କମ୍ୟୁନିଟି କିଚେନ ଯୋଜନା ନେଇ କେନ୍ଦ୍ରକୁ ଶେଷ ଚେତାବନୀ…

ନୂଆଦିଲ୍ଲୀ,୧୬।୧୧: ଏକ ସମାଜ ମଙ୍ଗଳ ରାଷ୍ଟ୍ରରେ ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କମ୍ୟୁନିଟି କିଚେନ ଯୋଜନା ନେଇ କିଭଳି…

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ…

ଆମେରିକାକୁ ଚେତାବନୀ ଦେଲା ଚାଇନା: ନିଆଁ ସହ ଖେଳିଲେ ଜଳିଯିବ

ଓ୍ବାଶିଂଟନ୍‌,୧୬।୧୧: ତାଇୱାନର ସ୍ବାଧୀନତାକୁ ସମର୍ଥନ କରୁଥିବା ଆମେରିକାକୁ ପୁଣିଥରେ ଧମକ ଦେଇଛି ଚାଇନା। ହ୍ବାଇଟ ହାଉସରେ ଚାଲିଥିବା ଭର୍ଚୁଆଲ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

କୋଭାକ୍ସିନ୍‌ ଅନୁମୋଦନରେ ବିଳମ୍ବ ଯୋଗୁ ଚାକିରି ହରାଇଥିବା ଲୋକଙ୍କ ପାଇଁ କିଛି ଉପାୟ ଅଛି କି? କେନ୍ଦ୍ରକୁ ପ୍ରଶ୍ନ…

ନୂଆଦିଲ୍ଲୀ,୧୬।୧୧: ଦେଶର ସ୍ବଦେଶୀ ଟିକା କୋଭାକ୍ସିନ୍‌କୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସ୍ବୀକୃତି ମିଳିବରେ ବିଳମ୍ବ ଯୋଗୁ ବିଦେଶରେ ଚାକିରି କରିଥିବା ଲୋକେ ବେକାର ହୋଇ ଘରେ ବସି ରହିଛନ୍ତି।…

ରାଶିଫଳ: ବୁଧବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଗତ କିଛିଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ତଥା ନୂତନ କର୍ମାରମ୍ଭ…

ନଭେମ୍ବର ୧୭ରୁ ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧:ଶ୍ରୀ ଗୁରୁ ନାନକ ଦେବ ଜୀଙ୍କର ପ୍ରକାଶ ପର୍ବ ପୂର୍ବରୁ କେନ୍ଦ୍ର ସରକାର କରତାରପୁର କରିଡର ଖୋଲିବାକୁ ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଟୁଇଟ୍‌…

ଇନ୍ଦ୍ରାଣୀ ମୁଖାର୍ଜୀଙ୍କୁ ଜାମିନ ଆବେଦନ ପୁଣି ଖାରଜ

ମୁମ୍ବାଇ,୧୬।୧୧: ଶିନା ବୋରା ହତ୍ୟା ମାମଲାରେ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମଙ୍ଗଳବାର ବମ୍ବେ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅଗଷ୍ଟ ୨୦୧୫ରେ ମୁଖାର୍ଜୀଙ୍କୁ ଗିରଫ କରାଯାଇଥିଲା…

ଅନୁଷ୍କାଙ୍କ ଫଟୋ ଦେଖି କୋହଲି କହିଲେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଅଭିନୟ ଏବଂ ଫ୍ୟାଶନ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ପାଇଁ ଫଟୋ ଶେୟାର କରନ୍ତି।…

ଫେରିଲେ ଅନନ୍ୟା

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଷ୍ଟାର କିଡ ତଥା ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାଁରେ ସମନ ଜାରି ହେବା ପରେ କିିଛିଦିନ ହେବ ସେ ସୋସିଆଲ ମିଡିଆଠାରୁ…

‘ନ୍ୟୁଜିଲାଣ୍ଡ ପଡ଼ିଆକୁ ବନ୍ଧୁକ ନେଇଯାଇଥିଲା ସତ, କିନ୍ତୁ ଗୁଳି ଫୁଟାଇପାରି ନ ଥିଲା’

ଅକଲାଣ୍ଡ,୧୬।୧୧: କେନ ୱିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଟାଇଟଲ ଜିତିବାରେ ବଞ୍ଚିତ ହୋଇଛି। ଫାଇନାଲରେ ଦଳ ଅଷ୍ଟ୍ରେଲିଆଠାରୁ ୮ ଉଇକେଟରେ ପରାସ୍ତ…