ବିଶ୍ୱ ଦେଖିଲା ଭାରତର ଶକ୍ତି: ସୁଖୋଇର ଗର୍ଜନ ଶୁଣି ଶତ୍ରୁଙ୍କ ବୋହିଲା ଝାଳ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସରେ ସାରା ବିଶ୍ୱ ଦିଲ୍ଲୀରେ କର୍ତ୍ତବ୍ୟ ପଥରେ ନୂତନ ଭାରତର ଶକ୍ତି ଦେଖିଲା। ଭାରତୀୟ ସେନାର ବୀରତ୍ୱ, ରାଫାଲ ଏବଂ ସୁଖୋଇର ଗର୍ଜନ ଶତ୍ରୁକୁ…

ଯୁବପିଢ଼ିଙ୍କ ପାଇଁ ଖୁସି ଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ, ୫ବର୍ଷରେ…

ଭୁବନେଶ୍ୱର,୨୬ା୧: ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି…

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼: ଛିଡ଼ା ହୋଇ ତାଳିମାରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ…

ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…

ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଦିଆଗଲା ୨୧ ତୋପ ସଲାମୀ

ନୂଆଦିଲ୍ଲୀ,୨୬।୧: ଆଜି ସାରା ଦେଶରେ ୭୭ତମ ଗଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କର୍ତ୍ତବ୍ୟ ପଥଠାରେ ମଧ୍ୟ ଗଣତନ୍ତ୍ର ଦିବସ…

ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ

ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ…

ଜଙ୍ଗଲ କିସମ ଜମି ପାକ୍ସରେ ଚାଷୀ ପଞ୍ଜୀକରଣରେ ବାଧକ, ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ଦଲାଲ ହେଉଛନ୍ତି

ମହାକାଳପଡ଼ା, ୨୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଖରିନାସି, ଜମ୍ବୁ, ରାମନଗର, ସୁନିତି ପଞ୍ଚାୟତ ସମେତ ଅନ୍ୟ ଅଞ୍ଚଳରୁ କେତେଜଣ ଧାନ…

ଛାତ୍ରୀଛାତ୍ର ଦେଶର ଭବିଷ୍ୟତ: ସାଧାରଣତନ୍ତ୍ର ଦିବସରେ ବିଶିଷ୍ଟ ବ୍ୟକ୍ତି ପୁରସ୍କୃତ

ଦାରିଙ୍ଗବାଡି,୨୬।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆ ଠାରେ ସୋମବାର ବ୍ଲଜ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ…

କୋରାପୁଟରେ ଉଡ଼ିଲା ତ୍ରିରଙ୍ଗା, ଉପମୁଖ୍ୟମନ୍ତ୍ରୀ କହିଲେ ଭାରତ ଗଠନ ନେଇ ଜାତୀୟ ପତାକା ତଳେ ସମସ୍ତ…

କୋରାପୁଟ,୨୬ା୧(ଅମିତାଭ ବେହେରା): ସୋମବାର କୋରାପୁଟ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ପରେଡରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗ ଦେଇ ଜାତୀୟ ପତାକା…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ…