ଟିକା ନ ନେଇଥିବା ଲୋକଙ୍କୁ ଲକଡାଉନରେ ବନ୍ଦ ରଖିବ ଅଷ୍ଟ୍ରିୟା, ୟୁରୋପ ପୁଣି ପାଲଟିଲା ମହାମାରୀର କେନ୍ଦ୍ର

ଭିଏନା,୧୩ ।୧୧: ୟୁରୋପରେ କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି ୟୁରୋପ ପୁଣିଥରେ କରୋନା ମହାମାରୀର କେନ୍ଦ୍ର ପାଲଟିଯାଇଛି ।…

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୫ କୁ ବୃଦ୍ଧି ପାଇଛି।…

ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ କୁମାର ଦାସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ ରଞ୍ଜନ କୁମାର ଦାସ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ।…

ରାଜଧାନୀରେ ୨ ଦିନିଆ ଲକଡାଉନ୍‌ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପରାମର୍ଶ…

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ପରାମର୍ଶ ଦେଇଛନ୍ତି ଯେ, କେନ୍ଦ୍ର…

ମନ୍ତ୍ରୀଙ୍କ ଗାଡି ଉପରକୁ କଂଗ୍ରେସ କର୍ମୀଙ୍କ ଅଣ୍ଡାମାଡ

ବରଗଡ ଅଫିସ, ୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତକୁ ବିରୋଧ କରି କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ…

ସ୍ବାସ୍ଥ୍ୟ ସେବା ବିକାଶ ପାଇଁ ୧୯ ରାଜ୍ୟକୁ ୮,୪୫୩.୯୨ କୋଟି, ବିହାରକୁ ସର୍ବାଧିକ…

ନୂଆଦିଲ୍ଲୀ,୧୩।୧୧: ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ ରାଜ୍ୟକୁ ୮,୪୫୩.୯୨ କୋଟି ଅନୁଦାନ ପ୍ରଦାନ କରାଯାଇଛି। ୧୯ଟି ରାଜ୍ୟର ଗ୍ରାମାଞ୍ଚଳ ତଥା…

ବିରୋଧ କରି ମାଡ ଖାଇଲେ କଂଗ୍ରେସ କର୍ମୀ

ବରଗଡ ଅଫିସ,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ ଜିଲା ଗସ୍ତରେ ଆସୁଛନ୍ତି। ବିଜେପୁରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି।…

ଲଗାଣ ବର୍ଷାରେ ଚାଷ ଜମି ଜଳମଗ୍ନ

ଗଞ୍ଜାମ,୧୩।୧୧(ଡି.ଏନ୍‌.ଏ.): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ…

ପାଣି ଭିତରେ ପାର୍କ

ଦୁନିଆରେ ଏପରି କିଛି ଦେଶ ଅଛି, ଯାହା ଅନ୍ୟ ଦେଶଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏମିତି ଦେଶ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ଲାଗିଥାଏ। କାରଣ ଏଠାରେ ଥିବା କିଛି…

୫ ଶହ ଟପିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ…