କାମ ଦେଲାନି ରୁଟ୍‌ଙ୍କ ଚାଲାକି

ଓଭାଲ,୪।୯: ଓଭାଲ ଟେଷ୍ଟରେ ଶନିବାର ଇଂଲଣ୍ଡ ବୋଲରମାନେ ୨୨୭ ରନ୍‌ ଖର୍ଚ୍ଚ କରିଥିବା ବେଳେ ମାତ୍ର ୩ ଉଇକେଟ ହାତେଇ ଥିଲେ। ଖେଳ ଶେଷ ହେବାକୁ ପ୍ରାୟ…

ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଧକ୍କା ଦେଇ ବୋଲେରୋ ଫେରାର

ପାଟଣା,୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ନିରଞ୍ଜନ ସ୍ବାଇଁ ଶନିବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ନିଜ ଗ୍ରାମ ମଲହାରପଦାରୁ ସାହାରପଡା ଯାଉଥିବା ବେଳେ…

ଭାରତର ପତାକା ଉଠାଇବେ ଅବନୀ

ଟୋକିଓ,୪।୯: ରବିବାର ଟୋକିଓ ପାରାଲିମ୍ପିକ୍ସ ଉଦ୍‌ଯାପିତ ହେବ। ୧୨ ଦିନ ଧରି ଚାଲିଥିବା ପାରାଲିମ୍ପିକ୍ସର ୧୬ତମ ସଂସ୍କରଣର ଉଦ୍‌ଯାନୀ ଉତ୍ସବ ଟୋକିଓ ନ୍ୟାଶନାଲ ଷ୍ଟାଡିୟମରେ ଆୟୋଜନ ହେବ।…

ରୋହିତଙ୍କ କ୍ୟାଚ୍‌ ଛଡ଼ିବା ଇଂଲଣ୍ଡକୁ ଭାରି ପଡ଼ିଲା

ଓଭାଲ,୪।୯: ଶନିବାର ଖେଳ ଆରମ୍ଭରୁ ଜୀବନଦାନ ପାଇଥିଲେ ରୋହିତ। ଖୋଲା ହାତରେ ସେ ଏହାର ଫାଇଦା ଉଠାଇ ଥିଲେ। ୨୫୬ ବଲରେ ଖେଳିଥିଲେ ୧୨୭ ରନ୍‌ର ଲଢ଼ୁଆ…

ଲ୍ୟାମ୍ପ୍‌ସ ଅଫିସରେ ତାଲାଦେଲେ ମହିଳା

ନନ୍ଦାହାଣ୍ଡି,୪ା୯(ଡି.ଏନ୍‌.ଏ.): ଚାଷୀଙ୍କୁ ୟୁରିଆ ସାର ନ ଦେଇ ଚୋରାଚାଲାଣ ହେଉଥିଲା। ଏହାର ପ୍ରତିବାଦରେ ମହିଳା ଚାଷୀମାନେ ଲ୍ୟାମ୍ପ୍‌ସ କାର୍ଯ୍ୟାଳୟରେ ଶନିବାର ତାଲା ପକାଇ ଦେଇଥିଲେ। ନବରଙ୍ଗପୁର ଜିଲା…

ଆସନ୍ତା ସପ୍ତାହକୁ ଅପେକ୍ଷା

କାବୁଲ,୪।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନକୁ ତାଲିବାନ ଆସନ୍ତା ସପ୍ତାହକୁ ସ୍ଥଗିତ ରଖିଛି। ତାଲିବାନ ମୁଖପାତ୍ର ଜବିଉଲ୍ଲା ମୁଜାହିଦ୍‌ ଶନିବାର ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ ସମୁଦାୟରେ…

ମାମୁଁଙ୍କ ସହ ଶୁଟିଂ କରିବାକୁ ଚାହୁଁ ନାହାନ୍ତି କୃଷ୍ଣା

ମୁମ୍ବାଇ,୪।୯: ମାମୁଁ-ଭଣଜା ଯୋଡ଼ି ଭାବେ ଜଣାଶୁଣା ଗୋବିନ୍ଦା ଓ କୃଷ୍ଣା ଅଭିଷେକଙ୍କ ମଧ୍ୟରେ ଏବେ କିଛି ଠିକ୍‌ ନାହିଁ। ୩ ବର୍ଷ ହେଲା ଦୁହେଁ ପରସ୍ପର ସହ…

ପୁଅ ହତ୍ୟା ମାମଲା: ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ

ଚମ୍ପୁଆ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଦୋଳଗୋବିନ୍ଦ ବାରିକ ଏକ ହତ୍ୟା ମାମଲାର ବିଚାର କରି ଶନିବାର ଦୋଷୀ ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।…

୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪।୯(ବ୍ୟୁରୋ): ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୬…

ସ୍ବତନ୍ତ୍ର ପରୀକ୍ଷାର୍ଥୀଙ୍କୁ ମିଳିବ ଯୁକ୍ତ ୩ ନାମଲେଖା ସୁଯୋଗ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୩ ନାମଲେଖା ନିମନ୍ତେ ଆଉ ଏକ…