ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ

ମହାକାଳପଡ଼ା,  ୩।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ…

ସରକାର ଗଠନ ପାଇଁ ଆଉ ଦିନେ ଦୁଇଦିନ ସମୟ ନେବ ତାଲିବାନ

କାବୁଲ,୩ ।୯: ଆଫଗାନିସ୍ତାନକୁ କବଜା କରିଥିବା ତାଲିବାନ ସେଠାରେ ଶୁକ୍ରବାର ସରକାର ଗଠନ କରିବ ବୋଲି ଜଣାପଡିଥିଲା । ହେଲେ ଏବେ ବିଶେଷ ସୂତ୍ରରୁ ସୂଚନା ମିଳିଛି…

ଲୁଟ୍‌ ଅପେକ୍ଷାରେ ୬ କଳାପଥର ଖାଦାନ

ଯାଜପୁର ଅଫିସ,୩।୯: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ୫ ହେକ୍ଟରରୁ ଊର୍ଦ୍ଧ୍ୱ ୬ କଳାପଥର ଖାଦାନ ଓ ଗୋଟିଏ ବାଲୁକା…

ପୁଣି ବ୍ରୋଞ୍ଜ ଜିତି ଇତିହାସ ରଚିଲେ ଅବନୀ

ଟୋକିଓ,୩।୯: ମହିଳା ୫୦ ମିଟର ରାଇଫଲ ପି-୩, ଏସ୍‌ଏଚ୍‌-୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଅବନୀ ଲେଖରା ଇତିହାସ ସୃଷ୍ଟି କରଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ଏହା ଅବନୀଙ୍କର…

ସୁରଟରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼

କାକଟପୁର,୩।୯(ଡି.ଏନ୍‌.ଏ.): ଗୁଜରାଟର ସୁରଟରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କୁ କେତେଜଣ ଯୁବକ ଏକ ଘରେ ରଖି ନୃଶଂସ ଭାବେ ମାଡ଼ ମାରୁଥିବାର ଅଭିଯୋଗ ହେଉଛି। ଆକ୍ରମଣ ସମୟର…

ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଛି। ଷ୍ଟାଫ୍‌ ସିଲେକ୍ସନ କମିଶନ…

ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୨୧୭…

ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା…

ଆଣ୍ଠୁରୁ ବୋହୁଥିଲା ଧାର ଧାର ରକ୍ତ; ତଥାପି ବୋଲିଂ କରି ଚାଲିଥିଲେ: ପ୍ରଶଂସକ କହିଲେ…

ଓଭାଲ,୩।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଗୁରୁବାର ଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ବୋଲରମାନେ ପ୍ରାଧାନ୍ୟ ବିସ୍ତାର କରିଥିଲେ ଏବଂ ମୋଟ…

ଜାଲ୍‌ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ

କଟକ ଅଫିସ,୩।୯: ଜାଲ୍‌ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…