ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି।…

ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓଙ୍କ ପରଲୋକ

ପୁରୀ ଅଫିସ,୭।୧୧: ଓଡ଼ିଶାର ସ୍ବନାମଧନ୍ୟ ବିଶିଷ୍ଟ ହାସ୍ୟ ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓ(୯୩)ଙ୍କ ଶୁକ୍ରବାର କୁଣ୍ଢେଇବେଣ୍ଟ ସାହିସ୍ଥିତ ପଞ୍ଚଚଉରା ନିକଟ ବାସଭବନରେ ପରଲୋକ ହୋଇଛି।…

ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଶନିବାର ପାରଦ ୧୩ ଡିଗ୍ରୀ ରହିଥିବା ବେଳେ ରବିବାର ପାରଦ ଖସି ୯.୫ଡିଗ୍ରୀ ରହିଥିବା…

ମୋଦି-ମମତାଙ୍କୁ ଚିଠି ଲେଖି ଚର୍ଚ୍ଚାରେ ଏହି ଅଭିନେତା

କୋଲକାତା,୭।୧୦: ଜଣାଶୁଣା ବଙ୍ଗଳା ଅଭିନେତା ପ୍ରସନ୍ନଜିତ୍‌ ଚାଟାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଚର୍ଚ୍ଚାରେ ଅଛନ୍ତି। ସେହି ଚିଠିରେ…

ଅଦରକାରୀ ହୋଇଛି ଜାଗା ମିଶନ ଯୋଜନା

ବ୍ରହ୍ମପୁର ଅଫିସ୍‌, ୭ା୧୧: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୨ ନଂ. ୱାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ବଚ୍ଛ ବ୍ରହ୍ମପୁର…

ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ

ଛତ୍ରପୁର,୭ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଥିବା ହୁମୁରି ତାମ୍ପରା ସମେତ ୫ ଜଳାଶୟ ପ୍ରଦୂଷିତ ରହିଛି। ସେଥିମଧ୍ୟରେ ଛତ୍ରପୁର ବ୍ଲକ ହୁମୁରି ତାମ୍ପରା ହ୍ରଦ(୩୩୭.୮୫୭ ଏକର), ଭଞ୍ଜନଗର ଇନ୍ଦ୍ରଗୁଡା…

୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

କାବୁଲ,୭।୧୧: ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରେ ପ୍ରଥମେ ପଞ୍ଜଶୀର ଏବଂ ବର୍ତ୍ତମାନ ଇସଲାମିକ ଷ୍ଟେଟ (ଆଇଏସ୍‌) ଆତଙ୍କବାଦୀତାଙ୍କ ଯୋଗୁ ସମସ୍ୟାରେ ବଡ଼ିଛି। ତେବେ ତାଲିବାନ ଆଇଏସ୍‌…

ସିବିକେ ମହାନ୍ତି କିମ୍ସ ଉପକୁଳପତି

ଭୁବନେଶ୍ୱର,୭।୧୧(ବ୍ୟୁରୋ): ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଓଡ଼ିଶା ମେଡିକାଲ୍‌ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂର ପୂର୍ବତନ ନିର୍ଦ୍ଦେଶକ ଡା. ସିବିକେ ମହାନ୍ତି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌…

ଭୟାବହ ଅଗ୍ନିକାଣ୍ଡ:୨ ମୃତ

ମୁମ୍ବାଇ,୭।୧୧: ମୁମ୍ବାଇର କାନ୍ଦିବାଲି ଅଞ୍ଚଳରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଥୁରାଦାସ ରୋଡରେ ଥିବା ହଂସା ହେରିଟେଜ ନାମକ ଏକ ୧୫ ମହଲା କୋଠାର…