ପ୍ରାଇମ ଭିଡିଓରେ ଡବ୍ଲ୍ୟୁଏନ୍‌ବିଏ ଷ୍ଟ୍ରିମିଂ

ନୂଆଦିଲ୍ଲୀ,୨୬।୮:  ଦେଶ ମଧ୍ୟରେ ଆମାଜନ ପ୍ରାଇମ ସଦସ୍ୟ ଡବ୍ଲ୍ୟୁଏନ୍‌ବିଏର ୨୫ତମ ସିଜନର ଖେଳଗୁଡ଼ିକ ଲିଗ୍‌ ସମୟରେ ଲାଇଭ୍‌ ଷ୍ଟ୍ରିମ୍‌ କରିପାରିବେ। ଆମାଜନ ପ୍ରାଇମ ଭିଡିଓ ଏବଂ ଜାତୀୟ…

ଅଗଷ୍ଟ ୩୧ ମଧ୍ୟରେ ୪ ଦିନ ବ୍ୟାଙ୍କ ଛୁଟି

ନୂଆଦିଲ୍ଲୀ,୨୬।୮: ଅଗଷ୍ଟ ମାସରୁ ପାର୍ବଣର ପର୍ବ ଆରମ୍ଭ ହେଉଛି। ଫଳରେ ଅଗଷ୍ଟ ୩୧ ମଧ୍ୟରେ ସର୍ବଭାରତୀୟ ସ୍ତରରେ ୪ ଦିନ ବ୍ୟାଙ୍କ ଛୁଟି ରହିବ ବୋଲି ଜଣାପଡିଛି।…

ଦେଶକୁ ମିଳିବେ ପ୍ରଥମ ମହିଳା ପ୍ରଧାନ ବିଚାରପତି, ସୁପ୍ରିମ୍‌କୋର୍ଟଙ୍କ ସୁପାରିଶକୁ କେନ୍ଦ୍ରର ସ୍ବୀକୃତି…

ନୂଆଦିଲ୍ଲୀ,୨୬।୮: ଦେଶକୁ ୨୦୨୭ରେ ଜଣେ ମହିଳା ପ୍ରଧାନବିଚାରପତି ମିଳିବା ନିଶ୍ଚିତ ହୋଇଛି। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ୯ ଜଣଙ୍କ ନାମ…

୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ଲିଡ୍ସ,୨୬।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ହେଡିଙ୍ଗଲେରେ ଖେଳାଯାଉଛି। ଭାରତ ପ୍ରଥମ ଦିନ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଟସ ଜିତିବା ପରେ…

ଘରୁ ଆରମ୍ଭ ହେଉ ମହିଳା ସମାନତା

ନାରୀ ଏବଂ ପୁରୁଷ ସମାଜର ବିକାଶ ପାଇଁ ବିଶେଷ ଗୁରୁତ୍ୱବହନ କରିଥାନ୍ତି। ଦୁହିଁଙ୍କ ସମାନତାର ପ୍ରଭାବ ପରିବାରଠାରୁ ଆରମ୍ଭ କରି ସମଗ୍ର ପୃଥିବୀର ବିକାଶ ଧାରାକୁ ପ୍ରତିଫଳିତ…

ମେକ୍ସିକୋ ପଳାଇଲେ ଆଫଗାନ୍‌ ପ୍ରତିଭା

ମେକ୍ସିକୋ ସିଟି, ୨୬ା୮: ତାଲିବାନ୍‌ ଫେରିବା ପରେ ଆଫଗାନ ମହିଳାଙ୍କ ଭବିଷ୍ୟତ ଉପରେ ଘନେଇଛି କଳାବାଦଲ। ଛାତ୍ରୀଙ୍କ ପଢ଼ାରେ ଡୋରି ପଡ଼ିବାକୁ ଯାଉଛି। ତାଲିବାନ୍‌ ଶାସନରେ କଠୋର…

ତାଲିବାନ୍‌, ଚାଇନା ଆଲୋଚନା

କାବୁଲ/ବେଜିଂ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬ା୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରେ ଦୁଇ ଦଶନ୍ଧି ଧରି ଚାଲିଥିବା ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ ପକାଇ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ନେବା ପରେ ଗତ ଅଗଷ୍ଟ…

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪.୭୬% ପିଲା

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ତଳମୁହାଁ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ହାର ବଢ଼ୁଥିବା ଦେଖାଯାଉଛି। ଆଗକୁ ତୃତୀୟ ଲହର ଆସିବା ସମ୍ଭାବନା ଥିବାରୁ…

ନିୟମ ଭାଙ୍ଗିଲେ ଡିଏଲ୍‌ ରଦ୍ଦ

ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌)…

ପିପିପିକୁ ଯିବ ଭୁବନେଶ୍ୱର ବିମାନବନ୍ଦର

ନୂଆଦିଲ୍ଲୀ,୨୬।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନ୍ୟାଶନାଲ ମନିଟାଇଜେଶନ ପାଇପ୍‌ଲାଇନ ଯୋଜନା ସମ୍ପର୍କରେ ସୋମବାର ଘୋଷଣା କରିଥିଲେ। ଏଥିରେ ଭୁବନେଶ୍ୱର ବିମାନବନ୍ଦରର ୯୦୦ କୋଟି ଟଙ୍କାର ସମ୍ପତ୍ତି ମୁଦ୍ରୀକରଣ…