ଖୋଲିଲା ଶାନ୍ତିସ୍ତୂପ ଧଉଳି

ପୁରୁଣା ଭୁବନେଶ୍ୱର,୨୫।୮(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘ ୩ମାସ ବନ୍ଦ ରହିଥିବା ଶାନ୍ତିସ୍ତୂପ ଧଉଳି ପୀଠ ବୁଧବାର ଖୋଲିଛି। ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ମାସ୍କ, ସାନିଟାଇଜର ବ୍ୟବହାର…

ଛାତ୍ରୀଙ୍କୁ ଗଣବଳାତ୍କାର, ବୟଫ୍ରେଣ୍ଡଙ୍କୁ ଆକ୍ରମଣ

ମାହୀଶୂର,୨୫।୮ : ମଙ୍ଗଳବାର ସନ୍ଧ୍ୟା ୭ଟା ୩୦ରେ କର୍ନାଟକର ମାହୀଶୂରସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାମୁଣ୍ଡି ପାହାଡ଼ରେ ବୁଲିବାକୁ ପହଞ୍ଚିଥିଲେ ଜଣେ ଛାତ୍ରୀ ଓ ତାଙ୍କ ବୟଫ୍ରେଣ୍ଡ୍‌।…

ଅକ୍ଟୋବରରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୮: ଅକ୍ଟୋବର ପ୍ରଥମ ସପ୍ତାହରୁ ୧୨ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନଙ୍କୁ କୋଭିଡ୍‌ ଟିକା ଦିଆଯାଇପାରେ। ଟିକାଦାନରେ ଗୁରୁତର ରୋଗାକ୍ରାନ୍ତ ପିଲାଙ୍କୁ ପ୍ରାଥମିକତା ଦିଆଯିବ। ଦେଶରେ ୧୨ରୁ ୧୭…

ଅନ୍‌ଲାଇନ୍‌ରେ ହେବ ଲ’ ପରୀକ୍ଷା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ୍‌ରେ ଲ’ ପରୀକ୍ଷା କରିବାକୁ ସହମତି ପ୍ରକାଶ…

ଆର୍‌ସିବି ଦଳରେ ନୂଆ ବିଦେଶୀ ଖେଳାଳି

ମୁମ୍ବାଇ,୨୫।୮ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଆଇପିଏଲର ୟୁଏଇ ଲେଗ୍‌ ପାଇଁ ଦଳରେ ଜର୍ଜ ଗାର୍ଟନଙ୍କୁ ସାମିଲ କରିଛି। ଆରସିବି ଦଳରେ ସ୍ଥାନ ପାଇବାରେ ଏହି…

‘ପୌର ନିର୍ବାଚନ କେବେ ହେବ’

କଟକ ଅଫିସ,୧୨।୮: ପୌର ନିର୍ବାଚନ ବିଳମ୍ବ ନେଇ ଆଗତ ମାମଲାରେ ହାଇକୋର୍ଟ ବୁଧବାର ଶୁଣାଣି କରିଛନ୍ତି । ପୌର ପରିଷଦର କାର୍ଯ୍ୟକାଳ ପୁରିବାକୁ ୩ ବର୍ଷ ହେଲାଣି।…

ଓଡ଼ିଶା: ଆଜିର ଫଟୋ (ଅଗଷ୍ଟ ୨୫, ୨୦୨୧)

ନିର୍ମାଣ ଚାଲିଛି 'ଆଇ ଲଭ କଟକ' କଟକ ଚାନ୍ଦିନୀ ଚୌକରେ ଖୁଦୁରୁକୁଣୀ ମୂର୍ତ୍ତି କିଣୁଛନ୍ତି ଗ୍ରାହକ   କଟକ ସିଡିଏ ରିଂ ରୋଡ଼ ପାର୍ଶ୍ଵରେ ବାଦାମ ଭାଜୁଛନ୍ତି…

ରାଜସ୍ଥାନ ଦଳରେ ବିଶ୍ୱର ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ,୨୫।୮ : ଚଳିତ ଆଇପିଏଲ ସିଜନ୍‌ର ପରବର୍ତ୍ତୀ ଭାଗରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକାର ବାମହାତୀ ସ୍ପିନର ତାବରିଜ ଶାମସି। ଏହି ସ୍ପିନର…

ସବୁ ତାରକା ଫେଲ୍‌

ଲିଡ୍ସ,୨୫।୮ : ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେଙ୍କ ଭଳି ତାରକା ଖଚ୍ଚିତ ଭାରତୀୟ ବ୍ୟାଟିଂ ଲାଇନଅପ୍‌ ଫେଲ୍‌ ମାରିଛି।…

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮ ଘଣ୍ଟା…