ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ଲଣ୍ଡନ,୨୩।୮: ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡ କ୍ରିକେଟ ଦଳ ଏକ ବଡ଼ ଝଟ୍‌କାର ସମ୍ମୁଖୀନ ହୋଇଥିଲା। କାନ୍ଧରେ ଆଘାତ ଲାଗିଥିବାରୁ ଦ୍ରୁତ ବୋଲର ମାର୍କ…

ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ସିଂହଦ୍ୱାର । ଦୀର୍ଘଦିନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ଆଜିଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ଆରମ୍ଭ…

ପଞ୍ଚଭୂତରେ ବିଲିନ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ: ପୁଅ ରାଜବୀର ଦେଲେ ମୁଖାଗ୍ନି

ଆଲିଗଡ଼,୨୩ ।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କର ବୁଲନ୍ଦସହରର ନରୌରା ଘାଟରେ ଅନ୍ତିମ ସଂସ୍କାର କରାଯାଇଛି । ପୁଅ…

ପାରାଲିମ୍ପିକ୍ସରେ ଭାଗ ନେଉଥିବା ଖେଲାଳିଙ୍କ ସମର୍ଥନରେ ବାହାରିଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୩।୮: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଟୋକିଓ ପାରାଲିମ୍ପିକ୍ସ ୨୦୨୦ ରେ ଅଂଶଗ୍ରହଣ କରୁଥିବା ଖେଳାଳିଙ୍କୁ ସମର୍ଥନ କରିବାକୁ ଦେଶବାସୀଙ୍କୁ ନିବେଦନ କରିଥିଲେ। ପାରା ଆଲିମ୍ପିକ୍ସରେ ଭାଗ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଅର୍ଥ ଓ ସମ୍ମାନ ପାଇବେ। ସତର୍କତା ଅଭାବରୁ ଧନହାନି ସୂଚନା ରହିଛି। ବିଜାତୀୟ ବ୍ୟକ୍ତିର ଶତ୍ରୁତା ହେତୁ କର୍ମକ୍ଷେତ୍ରରେ କୌଣସି…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏବିଇଓ

ବଲାଙ୍ଗୀର ଅଫିସ,୨୩।୮: ବଲାଙ୍ଗୀର ଜିଲା ମୁରିବାହାଲ ଏବିଇଓ ଦେବରାଜ ଦାସ ସୋମବାର ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏବିଇଓ ଜଣେ ଶିକ୍ଷକଙ୍କଠାରୁ ୫ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ…

ଜାତିଗତ ଜନଗଣନା: ନୀତୀଶ କହିଲେ ଆଶା କରୁଛୁ ପ୍ରଧାନମନ୍ତ୍ରୀ ଆମ କଥା ରଖିବେ

ନୂଆଦିଲ୍ଲୀ,୨୩ ।୮: ଜାତିଗତ ଜନଗଣନାକୁ ନେଇ ସୋମବାର ବିହାରର ୧୦ ରାଜନୈତିକ ଦଳର ୧୧ ଜଣ ବଡ ବଡ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ।…

ଅନ୍ଧାର ରାତି, ଗାଡ଼ି ସାମ୍ନାକୁ ହଠାତ୍‌ ଚାଲିଆସିଲା ବାଘ, ଆଉ ତା’ ପରେ…

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରୁହନ୍ତି। ଯେତେବେଳେ ବି ଟିକେ ସମୟ ପାଆନ୍ତି ସୋସିଆଲ ମିଡିଆରେ ସୁନ୍ଦର ସୁନ୍ଦର ଫଟୋ ଏବଂ…

ପଶ୍ଚିମବଙ୍ଗ ବିଭାଜନ ନେଇ ଭାଜପାରେ ଫାଟ…

କୋଲକାତା, ୨୩।୮: ପଶ୍ଚିମବଙ୍ଗ ବିଭାଜନ ନେଇ ରାଜ୍ୟ ଭାଜପାରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଉତ୍ତର ପଶ୍ଚିମବଙ୍ଗକୁ ଅଲଗା ରାଜ୍ୟର ମାନ୍ୟତା ଦେବା…

ନୀତୀଶଙ୍କ ସହ ପୁଣି ହାତ ମିଳାଇବେ ତେଜସ୍ୱୀ!

ପାଟନା,୨୩ ।୮: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ବିରୋଧି ଦଳ ନେତା ତେଜସ୍ୱୀ ଯାଦବଙ୍କୁ ଆଜିକାଲି ଏକାଠି ଦେଖିବାକୁ ମିଳୁଛି । ରବିବାର ପ୍ରଧାନମନ୍ତ୍ରୀ…