ରୋନାଲ୍ଡୋଙ୍କୁ ଅନୁସରଣ କଲେ ଓ୍ବାର୍ନର

ଦୁବାଇ,୨୯।୧୦: କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପଦାକୁ ଅନୁସରଣ କରିଛନ୍ତି ଅଷ୍ଟ୍ରେଲିଆର ତାରକା ଓପନର୍‌ ଡେଭିଡ ୱାର୍ନର। ଏଠାରେ ଚାଲିଥିବା ଟି -୨୦ ବିଶ୍ୱକପ୍‌ର ଏକ ଖବରଦାତା ସମ୍ମିଳନୀରେ ସେ…

ବ୍ୟାଟ୍‌ରେ ବଲ ନ ବାଜିବାରୁ ଡ୍ରେସିଂ ରୁମ୍‌ ଚାଲିଗଲେ ପୋଲାର୍ଡ

ଶାରଜା,୨୯।୧୦: ଏଠାରେ ଶୁକ୍ରବାର ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟ ଏକ ମ୍ୟାଚ୍‌ରେ ଅସାଧାରଣ ଦୃଶ୍ୟ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ…

ସମୟରେ ପହଞ୍ଚିଲାନି କୋର୍ଟଙ୍କ ଅର୍ଡର

ମୁମ୍ବାଇ,୨୯।୧୦ : ବଲିଉଡ୍‌ ଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ହେଲେ ଆର୍ୟନ ମୁମ୍ବାଇର ଆର୍ଥର ରୋଡ…

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର ତଥା…

ଶେଷ ୬ ଓଭରରେ ଧୂଆଁଦାର ବ୍ୟାଟିଂ

ଶାରଜା,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ଦୁଇ ମ୍ୟାଚ୍‌ରେ ପରାଜୟର ସମ୍ମୁଖୀନ ହୋଇଥିବା ଡିଫେଣ୍ଡିଂ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଶୁକ୍ରବାର ବାଂଲାଦେଶ ଆଗରେ ୧୪୩ ରନ୍‌ର ବିଜୟ ଲକ୍ଷ୍ୟ…

ପୁତୁରାର ଠେଙ୍ଗା ମାଡରେ କକାଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ପୁତୁରା ଆକ୍ରମଣରେ ଘଟିଛି କକାଙ୍କ ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ତାରସିଂଙ୍ଗି ଥାନା ଅନ୍ତର୍ଗତ ମହୁଲ ପାଟଣା ଗ୍ରାମରେ। ମୃତକ ଜଣଙ୍କ ହେଲେ କୃଷ୍ଣ…

ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର…

ରାଶିଫଳ: ଶନିବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ ଆଜି ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ…

ଶ୍ରୀମନ୍ଦିର, ଅଠରନଳା ୧୦୦ମିଟର ପରିଧିରୁ ହଟିବ ବେଆଇନ ନିର୍ମାଣ

ପୁରୀ ଅଫିସ,୨୯।୧୦: ଶ୍ରୀମନ୍ଦିର ଓ ଅଠରନଳା ପୋଲ ଚୌହଦୀର ୧୦୦ ମିଟର ଅଞ୍ଚଳ ଭିତରେ ବେଆଇନ କୋଠା ନିର୍ମାଣଗୁଡିକ ବିରୋଧ କରାଯାଇଛି। ଏ ନେଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ…

ଦେଶରେ ବଢୁଛି ଆତ୍ମହତ୍ୟା ମାମଲା

ନୂଆଦିଲ୍ଲୀ,୨୯।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଏକ ବଡ଼ ଖୁଲାସା କରିଛି। ୨୦୧୯ ତୁଳନାରେ ୨୦୨୦ରେ ଦେଶରେ ଆତ୍ମହତ୍ୟା ସଂଖ୍ୟା ବୃଦ୍ଧି ପାଇଛି। ଏନସିଆରବି ଦ୍ୱାରା ପ୍ରକାଶିତ…