ଥମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୯।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା…

ମିସ୍‌ ଫ୍ୟାଶନିଷ୍ଟ କ୍ରାଉନ ପିନ୍ଧିଲେ କ୍ରିଷ୍ଣା

ଚାନ୍ଦବାଲି,୨୯।୧୦(ଡି.ଏନ.ଏ.)-ମହାରାଷ୍ଟ୍ର ପୁଣେରେ ଅନୁଷ୍ଠିତ ମିସ୍‌ ଫ୍ୟାଶନିଷ୍ଟ-୨୦୨୧ରେ ବିଜୟୀ ହୋଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପାଞ୍ଚପଡ଼ା ଗ୍ରାମର ଝିଅ କ୍ରିଷ୍ଣା ସାହୁ ଓଡ଼ିଶା ପାଇଁ ଗୌରବ…

ଏହି ଦେଶରେ ଭଗବାନ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସହ ସେଲ୍‌ଫି ନେବା ବେଆଇନ

ଦୁନିଆରେ ପ୍ରତ୍ୟେକ ଦେଶର ନିଜସ୍ବ ନୀତି, ନିୟମ ଏବଂ କାନୁନ ରହିଛି। ଅନେକ ଦେଶରେ କିଛି ଅଜବ ନିୟମ ଅଛି, ଯାହା ବିଷୟରେ ଜାଣିଲେ ବିଶ୍ୱାସ ହୁଏନି।…

ରାଜ୍ୟରେ ୩୬୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ…

ଖୁସି ଖବର ଦେଲେ ରୋନାଲଡୋ

ଲଣ୍ଡନ,୨୯।୧୦: ପ୍ରସିଦ୍ଧ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ଯମଜ ସନ୍ତାନର ପିତା ହେବାକୁ ଯାଉଛନ୍ତି। ସେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପର୍ତ୍ତୁଗାର୍ଲ ଫୁଟବଲ…

‘ମର୍ଣ୍ଣି ଓ୍ବାକ୍‌’ ଯାଇଥିବାବେଳେ ମାଡିଗଲା ସ୍କର୍ପିଓ: ଚାଲିଗଲା ୪ ଜୀବନ

ପାଟନା,୨୯।୧୦: ବିହାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିହାରର ଆରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ୪ ଜଣ ମହିଳାଙ୍କ ଜୀବନ ଯାଇଛି। ‘ମର୍ଣ୍ଣି ଓ୍ବାକ୍‌’…

ଆରମ୍ଭ ହେଲା ‘ସର୍‌ଗି ଫୁଲ’

ଭୁବନେଶ୍ୱର,୨୯।୧୦ (ବ୍ୟୁରୋ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଗୁରୁବାର ‘ସର୍‌ଗି ଫୁଲ’ ଉଦ୍‌ଘାଟିତ ହୋଇଯାଇଛି। ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର…

ଆର୍‌ବିଆଇ ଗଭର୍ନରଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ତିନି ବର୍ଷ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୧୦, ୨୦୨୧ରେ ଶେଷ ହେବାର ଥିଲା…