ଆଜି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୨୦ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଜିଲା ଗସ୍ତ କରିବେ। ସେ ସଂସ୍କୃତି ଭବନ ନିକଟରେ ଥିବା ହେଲିପ୍ୟାଡରେ ଅବତରଣ କରି ସଂସ୍କୃତି ଭବନରେ କେତେକ…

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ଆଜି ରାଜ୍ୟରୁ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୁଣ୍ଡବ୍ୟଥାର କାରଣ ପାଲଟିଛି ଖୋର୍ଦ୍ଧା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୯୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ଅଭେଦ୍ୟ ଦୁର୍ଗ ପଞ୍ଜଶିର

କାବୁଲ,୨୦ା୮: ଅମରୁଲ୍ଲା ସାଲେହ ହେଉଛନ୍ତି ଆଫଗାନିସ୍ତାନର ପ୍ରଥମ ଉପରାଷ୍ଟ୍ରପତି। ଅଗଷ୍ଟ ୧୫ରେ ତାଲିବାନ୍‌ ପକ୍ଷରୁ କାବୁଲ ଦଖଲ ଘୋଷଣା ପରେ ରାଷ୍ଟ୍ରପତି ଅଶ୍ରଫ୍‌ ଗନିଙ୍କ ସମେତ ଅନେକ…

ଶ୍ରାବଣରେ ହେଲାନି ସ୍ବାଭାବିକ

ଛେଣ୍ଡିପଦା,୨୦ା୮(ସ୍ବ.ପ୍ର.) ଶ୍ରାବଣ ସରିବା ଉପରେ। ହେଲେ ମୁଷଳ ଧାରାରେ ତ ଦୂରର କଥା ସ୍ବାଭାବିକ ପରିମାଣର ବର୍ଷା ଏଯାଏ ହୋଇନାହିଁ। ଫଳରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ…

ଡିଜେଲ ୨୫ପଇସା କମିଲା

ଭୁବନେଶ୍ୱର,୨୦।୮: ଲଗାତର ୨ୟ ଦିନ ପାଇଁ ଡିଜେଲ ଦରରେ ସାମାନ୍ୟ ହ୍ରାସ ଘଟିଛି। ବୁଧବାର ୨୨ ପଇସା ହ୍ରାସ ହୋଇଥିବାବେଳେ ଗୁରୁବାର ୨୫ ପଇସା କମିଛି। ଫଳରେ…

କୋଟିଆରେ ଆନ୍ଧ୍ରର ଜବରଦସ୍ତି କାର୍ଯ୍ୟ

ପଟ୍ଟାଙ୍ଗୀ,୨୦ା୮(ଡି.ଏନ୍‌.ଏ.): ସରକାରଙ୍କ ତୀବ୍ର ବିରୋଧ ସତ୍ତ୍ୱେ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଜବରଦସ୍ତ ପଶିଛି ଆନ୍ଧ୍ର। ଗୁରୁବାର କୋଟିଆର ୨ ଗ୍ରାମ ଫାଟୁସିନେରି ଏବଂ…

ନିଦ ବାଉଳାରେ ମୁହଁରୁ ବାହାରିଗଲା ଏମିତି କଥା, ପ୍ରେମିକାଙ୍କ ସାମ୍ନାରେ ଖୋଲିଗଲା ଧୋକାବାଜ ପ୍ରେମିକଙ୍କ ଗୁମର…

କିଛିଲୋକ ଶୋଇଥିବା ଅବସ୍ଥାରେ ବିଳିବିଳଉଥିବା ଶୁଣିଥିବେ। ମାତ୍ର ଏହି ଅଭ୍ୟାସ ବେଳେବେଳେ ବିରାଟ ସମସ୍ୟା ଠିଆ କରିଦିଏ। ଠିକ୍‌ ସେମିତି ଘଟିଛି ଜଣେ ଯୁବକଙ୍କ କ୍ଷେତ୍ରରେ। ନିଦ…

ଅଶ୍ଳୀଳ ଚାଟିଂ, ବ୍ଲାକମେଲ୍‌ରୁ ଆୟ କରିଥିଲେ ୧୦ କୋଟି

ନୋଏଡା,୨୦।୮: ଫେସ୍‌ବୁକରେ ଯୁବତୀ ଓ ମହିଳାଙ୍କ ନାଁରେ ଆକାଉଣ୍ଟ ଖୋଲି ପୁରୁଷଙ୍କୁ ସହ ଯୋଗାଯୋଗ କରୁଥିଲେ। ପରେ ଅଶ୍ଳୀଳ ଚାଟିଂ ଓ ନ୍ୟୁଡ୍‌ ଭିଡିଓ କଲିଂ କରି…