ଦୁବାଇ,୨୮।୧୦: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚ ହାରିଛି ଭାରତୀୟ ଦଳ। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ଦଳକୁ ୩୧ ଅକ୍ଟୋବରରେ ନ୍ୟୁଜିଲାଣ୍ଡର ସାମ୍ନା କରିବାକୁ ପଡିବ। ନ୍ୟୁଜିଲାଣ୍ଡ ମଧ୍ୟ…
ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ତୁରନ୍ତ ଏୟାର ଇଣ୍ଡିଆର ବକେୟା ଦେୟ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ…
ଓ୍ବାଶିଂଟନ: ଆମେରିକୀୟ ପାଇଲଟମାନେ ଆକାଶରୁ ଖସିଥିବା ଏକ ଉଜ୍ଜ୍ୱଳ ଜିନିଷକୁ କାବୁ କରିଥିବା ଦାବି କରିଛନ୍ତି। ଯେତେବେଳେ ପାଇଲଟ ଏହି ଘଟଣାକୁ କ୍ୟାମେରାରେ କଏଦ କରିଥିଲେ ସେତେବେଳେ…
ଭବାନୀପାଟଣା,୨୮।୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଅସନ୍ତୋଷ ଦେଖାଦେଉଛି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଫାଶି ଦଣ୍ଡାଦେଶ…
ଦକ୍ଷିଣ ଫିଲ୍ମ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନାଗା ଚୈତନ୍ୟଙ୍କଠାରୁ ଛାଡପତ୍ର ହେବା ପରେ ତାଙ୍କ ଜୀବନ ସଜାଡିବାକୁ ଆରମ୍ଭ କରିଛନ୍ତି। ନିକଟରେ ସେ ଦର୍ଶନ ପାଇଁ…
ମୁମ୍ବାଇ: ଅଭିନେତା ଭିକି କୌଶଲଙ୍କ ଅଭିନୀତ ହିନ୍ଦୀ ଫିଲ୍ମ ‘ସର୍ଦ୍ଦାର ଉଦ୍ଧମ’ ଓସ୍କାର ଦୌଡ଼ରୁ ବାଦ ପଡ଼ିଛି । ଫିଲ୍ମରେ ବ୍ରିଟିଶଙ୍କ ପ୍ରତି ହିଂସାକୁ ଚିତ୍ରଣ କରାଯାଇଥିବାରୁ…
ନୂଆଦିଲ୍ଲୀ,୨୮।୧୦: ଟି -୨୦ ବିଶ୍ୱକପ ୨୦୨୧ ଏବେ ଏକ ରୋମାଞ୍ଚକ ସ୍ଥିତିରେ ପହଞ୍ଚିଛି। ଏହି ଟୁର୍ନାମେଣ୍ଟର ସୁପର ୧୨ ଲିଗରେ ପ୍ରତ୍ୟେକ ଦଳ ସେମିଫାଇନାଲରେ ସ୍ଥାନ ପାଇବାକୁ…
ଚଣ୍ଡିଗଡ଼,୨୮।୧୦: ଆନ୍ଦୋଳନକାରୀ ମହିଳା ଚାଷୀଙ୍କ ଉପରେ ଦ୍ରୁତଗତିରେ ଏକ ଟ୍ରକ ମାଡ଼ିଯାଇଛି। ଏଥିରେ ୩ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଛି। ହରିୟାଣା ବାହାଦୂରଗଡ଼ ଅଞ୍ଚଳରେ ଏଭଳି ଅଭାବନୀୟ…
ତେଲୁଗୁ ହେଉ କି ତାମିଲ ଫିଲ୍ମରେ ତାପସୀ ପାନୁ ଜଣେ ପରିଚିତା ଅଭିନେତ୍ରୀ। ୟା ଭିତରେ ସେ ଅନେକ ମନ ପସନ୍ଦର ସିନେମାରେ ଅଭିନୟ କରିସାରିଲେଣି। ଏବେ…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ…