୨୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଅତିକ୍ରମ କରିଛି। ଯେତିକି ବର୍ଷା ହେବା କଥା ହେଲା ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ କିଛି ମାତ୍ରାରେ…

ଆଫଗାନିସ୍ତାନ ଛାଡୁଥିବା ଲୋକଙ୍କ ଉପରେ ଆକ୍ରମଣ କରୁଛନ୍ତି ତାଲିବାନ

କାବୁଲ,୧୯।୮: ଆଫଗାନିସ୍ତାନରେ ଆରମ୍ଭ ହୋଇଛି ତାଲିବାନ ଶାସନ ୨.୦। ଏଥିସହ ଦେଶକୁ ଫେରିଛି ପୁରୁଣା ଦିନର ଯନ୍ତ୍ରଣା। ଦିନ କେଇଟାରେ ତାଲିବାନମାନେ ନିଜ ଅସଲ ରୂପ ଦେଖାଇଛନ୍ତି।…

ନୂଆ ରୂପରେ ଚମକିଲା ଲୋକୋମୋଟିଭ୍‌ ଇଞ୍ଜିନ

ପୁରୀ ଅଫିସ,୧୯।୮: ପୁରୀ ସହରରେ ବ୍ରିଟିଶ ଅମଳରୁ ରହିଥିବା ଐତିହ୍ୟ ସମ୍ପନ୍ନ ତଥା ବହୁ ପୁରାତନ ଲୋକୋମୋଟିଭ୍‌ ଇଞ୍ଜିନକୁ ପୁଣି ଥରେ ନୂଆ ରୂପରେ ସଜେଇ ଦିଆଯାଇଛି।…

ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୧୯।୮: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଘଟିଥିବା ଚର୍ଚ୍ଚିତ ୧୨ଟି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ…

ପୁରୀ ହାଜତ ମୃତ୍ୟୁ ମାମଲା: ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯।୮: ପୁରୀ ହାଜତ ମୃତ୍ୟୁକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ବୁଧବାର ହାଇକୋର୍ଟ ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ…

ଏଟିଏମ୍‌ ଭ୍ୟାନ୍‌ରୁ ୨୪ ଲକ୍ଷ ଲୁଟ୍‌, ୩ ଅଟକ

ବ୍ରହ୍ମପୁର ଅଫିସ,୧୯।୮: ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରିବାକୁ ଯାଇଥିବା ଏକ ଗାଡ଼ି ସହ ଡ୍ରାଇଭରଙ୍କୁ ବନ୍ଧୁକ ଦେଖାଇ ବୁଧବାର ଦିନ ଦ୍ୱିପ୍ରହରରେ ଅପହରଣ କରାଯାଇଛି। ଗାଡ଼ିରୁ ୨୪…

କ୍ଷମତା ଦଖଲ କରି ମଧ୍ୟ ତାଲିବାନ ଏବେ କାଙ୍ଗାଳ…

ଓ୍ବାଶିଂଟନ/କାବୁଲ,୧୯।୮: ବନ୍ଧୁକର ଶକ୍ତି ଦ୍ୱାରା ପ୍ରାୟ ଦୁଇ ଦଶନ୍ଧି ପରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଥିବା ତାଲିବାନ ପାଇଁ ଏବେ ଅନ୍ତର୍ଜାତୀୟ ସମର୍ଥନ ହାସଲ କରିବା ସହଜ…

ଭାଜପା ନେତାଙ୍କୁ ଚା’ ପିଇବାକୁ ମମତାଙ୍କ ନିମନ୍ତ୍ରଣ ପରେ ବଢୁଛି ରାଜନୈତିକ ଚର୍ଚ୍ଚା

କୋଲକତା,୧୯।୮:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷଙ୍କୁ ରାଜ୍ୟ ସଚିବାଳୟରେ ଚା ’ ପାଇଁ ନିମନ୍ତ୍ରଣ କରିବା ପରେ ରାଜନୈତିକ କଳ୍ପନାଜଳ୍ପନା ତୀବ୍ର…

ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌…

ଆତ୍ମଜୀବନୀ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୧୯।୮: କଟକ ବାଣିଜି୍ୟକ ଅଦାଲତରେ ମଙ୍ଗଳବାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପାଣ୍ଡୁଲିପି ଛପା ମାମଲାର ଶୁଣାଣି ହୋଇଥିଲା। ଅଦାଲତର ସିନିୟର ସିଭିଲ ଜଜ୍‌ ବୁଧବାର…