୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି…

ଜେନେକ୍ସ ଡାଇଗ୍ନୋଷ୍ଟିକକୁ ବିଏମ୍‌ସି ପଠାଇଲା ନୋଟିସ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଜେନେକ୍ସ ଡାଇଗ୍ନୋଷ୍ଟିକରେ ନକଲି କୋଭିଡ୍‌ ରିପୋର୍ଟ ଦିଆଯାଉଛି। ସମାନ ସାମ୍ପଲ ଆଇଡି ଏବଂ ଏସ୍‌ଆର୍‌ଏଫ୍‌ ଆଇଡିରେ ଏକାଧିକ ଲୋକଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି।…

କୂଳରେ କୁଢ଼ କୁଢ଼ ସାମୁଦ୍ରିକ ଜୀବଙ୍କ ମୃତଦେହ

ଲଣ୍ଡନ,୨୭।୧୦: ହଜାର ହଜାର ସଂଖ୍ୟା ସାମୁଦ୍ରିକ ଜୀବଙ୍କ ମୃତଦେହ ମିଳିଛି ୟୁକେର ଉତ୍ତର ପୂର୍ବ କୂଳରେ। ମାର୍ସକେ ଓ ସଲ୍ଟବର୍ନ କୂଳରେ କଙ୍ଗଡ଼ା, ବିଭିନ୍ନ ପ୍ରଜାତିର କୋଟାସିଆନ,…

ଜେଲକୁ ଫେରିଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖିମପୁର ଖେରି, ୨୭ା୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଗିରଫ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ  ହସ୍ପିଟାଲରୁ ଜେଲକୁ ଫେରିଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ…

ଆର୍ଯ୍ୟନଙ୍କ ମାମଲାର ତଦନ୍ତ ଜାରି ରଖିବେ ଓ୍ବାଙ୍ଖଡେ

ନୂଆଦିଲ୍ଲୀ,୨୭।୧୦: ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଜୋନାଲ ଅଫିସର ସମୀର ଓ୍ବାଙ୍ଖଡେଙ୍କୁ ଲାଞ୍ଚ କାରବାର ମାମଲାରେ ବୁଧବାର ପଚରାଉଚରା କରାଯାଇଛି। ଏହାସତ୍ତ୍ୱେ ଓ୍ବାଙ୍ଖଡେ ମୁମ୍ବାଇର କ୍ରୁଜ ଡ୍ରଗ୍ସ…

ଭୁବନେଶ୍ୱର ବିମାନବନ୍ଦରରେ ଥରିଲା ବିମାନ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି।…

ଦିନେ ଶାହରୁଖଙ୍କୁ ଅଟକାଇଥିଲେ

ମୁମ୍ବାଇ,୨୭।୧୦: ଡ୍ରାଗ୍ସ ମାମଲାରେ ଛନ୍ଦି ହୋଇଥିବା ଆର୍ଯ୍ୟନ ଖାନଙ୍କୁ ବୁଧବାର ମଧ୍ୟ ଜାମିନ ମିଳିନାହିଁ। ତାଙ୍କ ନିକଟରୁ କୌଣସି ଡ୍ରାଗ୍ସ ମିଳି ନ ଥିଲା। ଏହାସତ୍ତ୍ୱେ ନାର୍କୋଟିକ୍ସ…

ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା

ମାଲକାନଗିରି,୨୭ା୧୦(ଡି.ଏନ୍‌.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା…

ଘରେ ପହଞ୍ଚିବ ମାଇଗ୍ରେଶନ ସାର୍ଟିଫିକେଟ

ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍‌ଲାଇନରେ ଆବେଦନ କରିବା ପରେ ସେମାନଙ୍କ…

ପ୍ରଧାନମନ୍ତ୍ରୀ ଦେଶଠାରୁ ଊର୍ଦ୍ଧ୍ୱରେ ନୁହନ୍ତି

ନୂଆଦିଲ୍ଲୀ,୨୭।୧୦: “କିଏ ପେଗାସସ୍‌କୁ ଆଣିଛି ? ଏହାଦ୍ୱାରା କେଉଁ ମାନଙ୍କୁ ଟାର୍ଗେଟ କରାଯାଇଛି ? ଅନ୍ୟ କୌଣସି ଦେଶ ପାଖରେ ଆମ ଲୋକଙ୍କ ତଥ୍ୟ ଅଛି କି…