ରାଷ୍ଟ୍ରପତି ଖୋଲିଲେ ମୁହଁ, ଯୁଦ୍ଧ ନୁହେଁ ସମାଧାନ-ପ୍ରଥମେ ଦେଶର ସୁରକ୍ଷା…

କାବୁଲ,୧୪।୮: ଆଫଗାନିସ୍ତାନରେ ତାଲିବାନର ଶକ୍ତି ବୃଦ୍ଧି ପାଉଛି। ଇତିମଧ୍ୟରେ ଅତାଙ୍କବାଦୀ ସଂଗଠନ ପକ୍ଷରୁ ଦେଶର ବହୁ ସହରକୁ ଦଖଲ କରାଯାଇଛି। ଦେଶରେ ଜାରି ରହିଥିବା ଭୟଙ୍କର ଗୃହଯୁଦ୍ଧ…

ପ୍ରଥମ ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇ ଦିତୀୟ ବିବାହ କରିଛନ୍ତି ଏହି ପ୍ରସିଦ୍ଧ ଗାୟିକା

ମୁମ୍ବାଇ: ଆଜି ଅର୍ଥାତ୍‌ ଅଗଷ୍ଟ ୧୪ରେ ବଲିଉଡ୍‌ର ସଫଳ ଗାୟିକା ସୁନିଧି ଚୌହାନଙ୍କ ଜନ୍ମଦିନ। ୧୯୮୩ ମସିହାରେ ସୁନିଧି ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଛୋଟବେଳୁ ଫିଲ୍ମରେ ଗୀତ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି,୧୪।୮(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର କ୍ରଇମବ୍ରାଞ୍ଚ ହାତକୁ ନେଇଛି। ଏ ନେଇ ଶନିବାର…

ଉତ୍ତରପ୍ରଦେଶ ନିର୍ବାଚନ: ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବାଧ୍ୟତାମୂଳକ ଅବସର ନେଇଥିବା ଆଇପିଏସ୍

ଲକ୍ଷ୍ନୌ,୧୪ ।୮: ଭାରତୀୟ ପୋଲିସ ସେବା(ଆଇପିଏସ୍‌)ର ପୂର୍ବତନ ଅଧିକାରୀ ଅମିତାଭ ଠାକୁର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ପାଦ ରଖୁଛନ୍ତି । ସେ ମୁଖ୍ୟମନ୍ତ୍ରୀ ଯୋଗୀ…

ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ, ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…

ନୂଆଦିଲ୍ଲୀ,୧୪।୮: ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍‌କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭…

ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌, ୪ ଜୈଶ୍‌ ଆତଙ୍କବାଦୀ ଗିରଫ…

ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍‌ ହୋଇଛି। କଶ୍ମୀର ଜୋନ୍‌ ପୋଲିସ…

ବେଡ୍‌ରୁମ୍‌ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…

ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍‌ଗମ୍‌ ଝାଳ ବୋହିଯାଏ।…

୩୬୧ ମିନିଟ୍‌,୨୨୧ ବଲ୍‌…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍‌ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍‌ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍‌…

ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ବିନା ପଞ୍ଜାବରେ ପ୍ରବେଶ ମନା

ଚଣ୍ଡିଗଡ଼,୧୪ ।୮: ବାହାର ରାଜ୍ୟରୁ ଏବେ ପଞ୍ଜାବ ଯାଉଥିବା ଲୋକଙ୍କ ପାଇଁ ବଡ ସୂଚନା । କରୋନାର ଦୁଇଟି ଯାକ ଟିକା ଅଥବା କରୋନା ଆର୍‌ଟିପିସିଆର୍ ନେଗେଟିଭ୍…

ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ…