ଅନ୍‌ଲାଇନ୍‌ରେ ମଗାଇଥିଲେ ଆଇଫୋନ୍‌-୧୨; ପ୍ୟାକେଟ୍‌ ଖୋଲିବା ପରେ ବ୍ୟକ୍ତିଙ୍କ ଉଡିଗଲା ହୋସ୍‌…

ଆଜିକାଲି ସମୟରେ ଅନଲାଇନ ମାର୍କେଟିଂର ଚାହିଦା ବହୁତ ବୃଦ୍ଧି ପାଇଛି। ଏହାଦ୍ୱାରା ଲୋକମାନେ ଘରେ ବସି ସମସ୍ତ ସାମଗ୍ରୀ ଅର୍ଡର କରିପାରୁଛନ୍ତି। ହେଲେ ବେଳେବେଳେ ଲୋକମାନେ କିଛି…

ନକଲି ନମ୍ବର ଟ୍ରେଲରକୁ ଖସାଇଦେଲେ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୨୩।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ୩ଟି ନକଲି ନମ୍ବର ଥିବା ଟ୍ରେଲରକୁ ପୋଲିସ ଓ ଚଣ୍ଡିଖୋଲ ଆଞ୍ଚଳିକ ପରିବହନ ବିଭାଗ(ଆର୍‌ଟିଓ) ଅଧିକାରୀ ସଲାସୁତୁରା କରି…

ଦେଢ଼ ବର୍ଷର ଝିଅଙ୍କୁ କୋଳରେ ଧରି ଡ୍ୟୁଟି କରୁଥିଲେ ଡିଏସ୍‌ପି; ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ…

କଥାରେ ଅଛି ନାରୀ ସର୍ବଗୁଣସମ୍ପନ୍ନା। କର୍ତ୍ତବ୍ୟ ସହ ପରିବାରର ଦାୟିତ୍ୱକୁ ସେ ଠିକ୍‌ ଭାବେ ତୁଲାଇପାରେ। ଏହାର ଅନେକ ଉଦାହରଣ ସମାଜରେ ଦେଖିବାକୁ ମିଳିଥାଏ। ଏହି କ୍ରମରେ…

ଆତଙ୍କବାଦୀଙ୍କ ଉପରେ ଚାଲିବ ଯୋଗୀଙ୍କ ଆଇନ, ଉତ୍ତରପ୍ରଦେଶ ଜେଲ୍‌ରେ ୨୬ ଆତଙ୍କବାଦୀ…

ଲକ୍ଷ୍ନୌ,୨୩।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାର ବୃଦ୍ଧିକୁ ରୋକିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ‘ଏ’ ଏବଂ ‘ବି’ ବର୍ଗର…

ପୂର୍ବତନ ମନ୍ତ୍ରୀଙ୍କ ଜବରଦଖଲରେ ସରକାରୀ ଜମି

ବାଲେଶ୍ୱର ଅଫିସ, ୨୩।୧୦: ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଜବରଦଖଲରେ ରହିଛି ବାଲେଶ୍ୱର ଜିଲା ସଦର ତହସିଲ ଅଧୀନସ୍ଥ ପଢୁଆଁପଦା ଅଞ୍ଚଳର…

କୁକୁର ସହ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କଲେ ମହିଳା, କାରଣ ଜାଣିଲେ…

ବିବାହ ପୂର୍ବରୁ ବରକନ୍ୟା ଏବେ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କରୁଛନ୍ତି। କିନ୍ତୁ ଜଣେ ଯୁବତୀ ଏକ କୁକୁର ସହ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କରିଛନ୍ତି।…

୫ ଲକ୍ଷ ଟଙ୍କାର କଫ ସିରପ୍‌, ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୧୦: ଖୋର୍ଦ୍ଧା ଜିଲାରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସ୍‌ଟିଏଫ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି…

୧୧ ଟ୍ରାକରଙ୍କ ମୃତ ଦେହ ଉଦ୍ଧାର, ବାୟୁସେନାର ଅପରେଶନ୍‌ ଜାରି…

ନୂଆଦିଲ୍ଲୀ,୨୩।୧୦: ବାୟୁସେନା ଉତ୍ତରାଖଣ୍ଡର ଲାମଖାଗା ଗିରିପଥ ନିକଟରୁ ସମୁଦ୍ର ପତ୍ତନଠାରୁ ୧୭,୦୦୦ ଫୁଟ ଉଚ୍ଚରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଏଠାରେ ପ୍ରବଳ ତୁଷାରପାତ ଏବଂ ଖରାପ…

ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଛନ୍ତି ବିଜେଡି ନେତ୍ରୀ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଆଦୌ ଛୋଟ ଘଟଣା ନୁହେଁ। ନାରୀ ହିଂସା, ନିର୍ଯାତନା, ହତ୍ୟାକାଣ୍ଡ, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଆଦି ସାମାଜିକ ପ୍ରସଙ୍ଗରେ ବିରୋଧୀ ଦଳ…

ଦିବ୍ୟଶଙ୍କରଙ୍କ ବାସଭବନକୁ ଅଣ୍ଡା ମାଡ଼

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଯୁବ…