ଦୁର୍ଗାପୂଜା ପାଇଁ ସଂକ୍ରମଣ ହେଲା ଦୁଇଗୁଣା

କୋଲକାତା,୨୨।୧୦: ପଶ୍ଚିମବଙ୍ଗରେ ଦୁର୍ଗାପୂଜା ପରେ କୋଭିଡ ସଂକ୍ରମଣ ଦୁଇଗୁଣା ବୃଦ୍ଧି ପାଇଛି। ଫଳରେ ସୋମବାରଠାରୁ ପୁଣି ଥରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଗତ ଶୁକ୍ରବାର…

ଦିବ୍ୟଶଙ୍କରଙ୍କ ବାସଭବନ ଉପରେ ଅଣ୍ଡା ମାଡ଼

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣାରେ ଆଇନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭବାନୀପାଟଣାଠାରେ ଯୁବ…

ଶାହଙ୍କ ଲାଗି ମୁତୟନ ହେଲେ ସ୍ନାଇପର, ଡ୍ରୋନ୍‌, ଶାର୍ପଶୁଟର

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଶନିବାରଠାରୁ ୩ ଦିନିଆ ଗସ୍ତ ଜମ୍ମୁ-କଶ୍ମୀର ଗସ୍ତ କରିବେ। ୩୭୦ ଧାରା ଉଚ୍ଛେଦ ପରେ ଶାହ ପ୍ରଥମ ଥର ପାଇଁ…

ଯନ୍ତାରେ ପଡ଼ିଲା ମଣିଷ ଖିଆ ବାଘ

ଉମରକୋଟ/ରାଇଘର, ୨୨।୧୦(ସ୍ବ.ପ୍ର./ଡି.ଏନ୍‌.ଏ): ଛତିଶଗଡ଼ ସିହାଓ୍ବା ଜଙ୍ଗଲରେ ରହି ଲୋକଙ୍କୁ ମାରୁଥିବା କଲରାପତରିଆ ବାଘକୁ ସେଠାକାର ବନବିଭାଗ କାବୁ କରିଛି। ବାଘଟିକୁ ବର୍ତ୍ତମାନ ବନ ବିଭାଗ କାର୍ଯ୍ୟାଳୟରେ ରଖାଯାଇଛି।…

କମିବାକୁ ଯାଉଛି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ…

ଶଗଡ଼ରେ ପହଞ୍ଚିଲେ ଡାକ୍ତରୀ ଦଳ

ରାୟଗଡ଼ା ଅଫିସ,୨୨ା୧୦-ରାୟଗଡ଼ା ଜିଲାକୁ କରୋନାମୁକ୍ତ କରିବାକୁ ପ୍ରଶାସନର ଉଦ୍ୟମ ଜାରି ରହିଛି। ଆର୍‌ଆର୍‌ଟି ଟିମ୍‌ ଗ୍ରାମାଞ୍ଚଳକୁ ଯାଇ ଲୋକଙ୍କ କରୋନା ପରୀକ୍ଷା କରୁଛନ୍ତି। ତେବେ ରାୟଗଡ଼ା ବ୍ଲକ…

ଭାଜପା ସଭାରେ ମୁଥା ମରାମରି

କୋଲକାତା,୨୨।୧୦: ଫାଟ ଦେଖାଦେଇଛି ଭାଜପାର ପଶ୍ଚିମବଙ୍ଗ ୟୁନିଟ୍‌ରେ। ପଶ୍ଚିମ ବର୍ଦ୍ଧମାନର କାଟଓ୍ବାରେ ଶୁକ୍ରବାର ଆୟୋଜିତ ଦଳର ସାଙ୍ଗଠନିକ ବୈଠକରେ ହାତହାତି ହୋଇଛନ୍ତି ଦୁଇ ଗୋଷ୍ଠି। ତାହା ପୁଣି…

ସ୍ତ୍ରୀହନ୍ତାଙ୍କୁ ରାତିସାରା ଜଗିଲେ ଗାଁ ଲୋକେ

ଅମ୍ବାଦୋଳା,୨୨ା୧୦(ଡି.ଏନ୍‌.ଏ.): ସ୍ବାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଚାଲିଗଲା। ରାୟଗଡ଼ା ଜିଲା ଅମ୍ବାଦୋଳା ଥାନା ଅଧୀନ ଶୁକ୍ଳାଭଟ୍ଟା ଗ୍ରାମରେ ଗୁରୁବାର ରାତିରେ ଏଭଳି ଘଟଣା ଘଟିଛି। ମୃତ…

ତେଲ ଟ୍ୟାଙ୍କରରୁ ଜବତ ହେଲା ୨.୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ତେଲ ଟ୍ୟାଙ୍କରରେ ଚାଲାଣ ହେଉଥିଲା ଗଞ୍ଜେଇ। ସ୍ବତନ୍ତ୍ର ଭାବେ ପ୍ୟାକିଂ କରାଯାଇ ଟାଙ୍କି ଭିତରେ ରଖାଯାଇଥିଲା। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏଭଳି ଅଭିନବ କୌଶଳ…

‘୨୦୨୧’ ଜନ୍ମଦିନର ସବୁଠାରୁ ବଡ ଉପହାର: ପରିଣିତି

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପରିଣିତି ଚୋପ୍ରା ଶୁକ୍ରବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି । ଏଥର ସେ ୱାର୍କିଂ ବାର୍ଥ ଡେ ପାଳନ କରିଥିବା କହିଛନ୍ତି ।…