ଶିଶୁଙ୍କ ଟିକାକରଣ ପୂର୍ବରୁ ଦିଆଯିବ ସ୍ବତନ୍ତ୍ର ପ୍ରଶିକ୍ଷଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ…

ଓସ୍କାର ଦୌଡ଼ରେ ‘ଶେରନୀ’, ‘ସର୍ଦ୍ଦାର ଉଧମ’

ମୁମ୍ବାଇ,୨୧।୧୦: ଆସନ୍ତା ବର୍ଷ ଓସ୍କାର ପାଇଁ ବଲିଉଡ୍‌ର ଦୁଇଟି ଫିଲ୍ମକୁ ଚୂଡ଼ାନ୍ତ କରାଯାଇଛି। ଶର୍ଟଲିଷ୍ଟ ହୋଇଥିବା ମୋଟ ୧୪ ଫିଲ୍ମ ତାଲିକାରେ ସ୍ଥାନ ପାଇଛି ବିଦ୍ୟା ବାଲନଙ୍କ…

ଅମରିନ୍ଦର କୃଷି ଆଇନର ନିର୍ମାତା: ସିଦ୍ଧୁ

ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବ ରାଜନୀତିରେ ଟଣା ଭିଡା ଲାଗି ରହୁଛି । ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ ପ୍ରଥମ ଥର ଲାଗି…

ଓଲଟିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି,୨୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡବା ଥାନା ଅଧୀନ ମାଣ୍ଡିମେରା ବୁଲାଣି ରାସ୍ତାରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ୨ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରାୟଗଡ଼ା…

ଆରମ୍ଭ ହେଲା ‘ଓ ମାଇ ଗଡ ୨’ର ଶୁଟିଂ

ମୁମ୍ବାଇ: ମଧ୍ୟପ୍ରଦେଶର ଧର୍ମ ନଗରୀ ଉଜ୍ଜୟିନୀରେ ବଲିଉଡ୍ ମୁଭି ‘ଓ ମାଇ ଗଡ ୨’ ଫିଲ୍ମର ଶୁଟିଂ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଅକ୍ଷୟ କୁମାରଙ୍କ…

ମୁମ୍ବାଇ ଜେଲ ବାହାରେ ଶାହରୁଖଙ୍କୁ ଘେରିଲେ କ୍ୟାମେରାମ୍ୟାନ

ମୁମ୍ବାଇ,୨୧।୧୦: ମୁମ୍ବାଇର ଆର୍ଥର ରୋଡ୍‌ ଜେଲ ବାହାରେ ଗୁରୁବାର ମଧ୍ୟାହ୍ନରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପହଞ୍ଚିବା ପରେ ତାଙ୍କୁ ଚାରି ଆଡ଼ୁ ଘେରି ଦେଇଥିଲେ କ୍ୟାମେରାମ୍ୟାନ।…

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ୭ ହଜାର କୋଟିର କ୍ଷତି

ଡେରାଡୁନ,୨୧।୧୦: ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୬୪ରେ ପହଞ୍ଚିଛି। ଏବେବି ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି। କେନ୍ଦ୍ର…

ବିଶ୍ୱକପ୍‌ ଟିମ୍‌ରେ ସ୍ବାମୀଙ୍କୁ ସ୍ଥାନ ମିଳିନି; ତଥାପି ଭାରତୀୟ ଜର୍ସି ପିନ୍ଧି ଏଭଳି ସମର୍ଥନ ଜଣାଇଲେ ଧନଶ୍ରୀ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ କ୍ରିକେଟ ଟିମ୍‌ର ବୋଲର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଜଣେ ନୃତ୍ୟଶିଳ୍ପୀ। ସେ ପ୍ରାୟତଃ ନିଜ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସର ଭିଡିଓ…

କାବୁଲରେ ପହଞ୍ଚିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୨୧ା୧୦: ଆଫଗାନିସ୍ତାନର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ସହ ଆଲୋଚନା କରିବା ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହା ମହମ୍ମଦ କୁରେଶି ଗୁରୁବାର ଆଇଏସ୍‌ଆଇ ମୁଖ୍ୟ ଲେଫ୍ଟ ଜେନେରାଲ ଫେଜ୍‌…

ଭାରତକୁ ଶୁଭେଚ୍ଛା ଜଣାଇଲା ଡବ୍ଲୁଏଚଓ

ଜେନେଭା,୨୧ ।୧୦: ଦେଶରେ କରୋନା ମହାମାରୀ ସହ ଲଢିବାକୁ ଦିଆଯାଉଥିବା ଟିକା ଗୁରୁବାର ୧୦୦କୋଟି ଅତିକ୍ରମ କରିଛି । ଏହି ଅବସରରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ…