କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ

କୋରାପୁଟ,୧୯। ୧୦ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅଧିକାରୀମାନେ ପଶି ବିଭିନ୍ନ କାର୍ଯ୍ୟ କରୁଥିବା ଘଟଣା ନେଇ ଗତ ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପିଓ ଆଇଟିଡିଏ…

ତୃତୀୟ ଲହର ଆସିବା ଆଶଙ୍କା କ୍ଷୀଣ !…

ନୂଆଦିଲ୍ଲୀ,୧୯।୧୦: ଦେଶରେ ଧୀରେ ଧୀରେ କରୋନା ମହାମାରୀ ଆତଙ୍କ କମିବାରେ ଲାଗିଛି। ପୂର୍ବରୁ ତୃତୀୟ ଲହର ଆସିବା ନେଇ କୁହାଯାଉଥିଲା। ମାତ୍ର ଦେଶରେ ଦୈନିକ ସଂକ୍ରମଣ ଏବଂ…

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ପାଇଛି।…

ମୁଁ ବିଛଣାରେ ଶୁଏନାହିଁ, ତଳେ ଶୋଇଯିବି; ଧୋନୀଙ୍କ ଉଦାରତାକୁ ମନେ ପକାଇଲେ ହାର୍ଦ୍ଦିକ…

ନୂଆଦିଲ୍ଲୀ,୧୯।୧୦: ଟିମ୍‌ ଇଣ୍ଡିଆର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବହୁତ ସମ୍ମାନ ଦିଅନ୍ତି। ଧୋନୀ ମେଣ୍ଟର କମ୍‌ ଭାଇ ଅଧିକ…

ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୧୦: ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ମିଲାଦ୍‌-ଉନ୍‌-ନବି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି…

ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ…

ଭାରତ-ପାକିସ୍ତାନ ମ୍ୟାଚ୍‌ ବାତିଲ କରିବାକୁ ଦାବି କଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢିବାରେ ଲାଗିଛି। ଗତ କିଛିଦିନ ହେବ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି। ଏସବୁ ଘଟଣା ଭିତରେ ଆସନ୍ତା ୨୪ରେ ଟି-୨୦…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ…

ସିବିଏସ୍‌ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି।…

ବଦଳିଲେ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାପାଳ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…