ପେଟ ପାଇଁ ଜୀବନ ବିପଦମୁହାଁ

ମହାକାଳପଡ଼ା, ୧୮ା୧୦ (ଡି.ଏନ୍‌.ଏ.): ପାରାଦୀପ ବନ୍ଦରକୁ ଟ୍ରେନ୍‌ ଯୋଗେ କୋଇଲା ଆସିଥାଏ। ପରେ ଏହି କୋଇଲାକୁ ବିଦେଶକୁ ରପ୍ତାନି ହେଉଥିବା ଜାହାଜରେ ଭର୍ତ୍ତି ସମୟରେ ଗୁଣ୍ଡସବୁ ବର୍ଷା…

ଭାରତୀୟ ଖେଳାଳିଙ୍କ ମାଲିସ୍‌ କଲେ ପାକିସ୍ତାନ କ୍ରିକେଟର୍‌

ଦୁବାଇ,୧୮।୧୦: ଆଗାମୀ ଆଇସିସି ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏଥି ସହିତ ଉଭୟ…

ଟାର୍ଗେଟ କିଲିଂ, ୧୫ ଦିନରେ ୧୧ ଜଣଙ୍କୁ ହତ୍ୟା କଲେଣି ଆତଙ୍କବାଦୀ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ପକ୍ଷରୁ ଟାର୍ଗେଟ୍‌ କିଲିଂ ଜାରି ରହିଛି। ଚଳିତ ମାସରେ ଗତ ୧୫ ଦିନ ମଧ୍ୟରେ ଆତଙ୍କବାଦୀମାନେ ୧୧ ଜଣ ସାଧାରଣ ଲୋକଙ୍କୁ ହତ୍ୟା…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୦କୁ ବୃଦ୍ଧି

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୫ ଜଣଙ୍କ ଜୀବନ ନେଇଛି…

ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ…

ଭିତରକନିକା ଦେଇ କୋଇଲା ଚାଲାଣ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୦: ବନ୍ୟ ଜନ୍ତୁ ଓ ଜୈବ ବିବିଧତାର ସୁରକ୍ଷା ପାଇଁ ଜାତୀୟ ଉଦ୍ୟାନ ଭିତରକନିକାକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ତେବେ ଏହି ଘୋଷଣା ଚୋରା…

ରାଜଧାନୀରେ ମାତିଛନ୍ତି ଚୋର ଗ୍ୟାଙ୍ଗ୍‌: ବାଲ୍‌କୋନି କବାଟ ଭାଙ୍ଗି ନେଇଗଲେ ୨୦ଲକ୍ଷ ଟଙ୍କାର ଗହଣା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ଅନ୍ଧାର ବଢ଼ିବାମାତ୍ରେ ଗଳିକନ୍ଦିରୁ ରାଜରାସ୍ତା ସବୁଠି ଅପରାଧୀଙ୍କ ରାଜ୍‌ ଚାଲୁଛି। ଲୋକେ ଶୋଇଯିବା ପରେ କମିଶନରେଟ ପୋଲିସ ବି ଶୋଇଯାଉଛି।…

ଲଖିମପୁର ଖେରି ହିଂସା, ଚାଷୀ ସଂଗଠନ ପକ୍ଷରୁ ୬ ଘଣ୍ଟିଆ ରେଳ ରୋକୋ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାକୁ ବିରୋଧ କରି ଚାଷୀ ସଂଗଠନ ପକ୍ଷରୁ ସୋମବାର ଦେଶବ୍ୟାପୀ ୬ ଘଣ୍ଟିଆ ରେଳ ରୋକୋ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାଠାରୁ…

ଯୁବରାଜ ସିଂ ଗିରଫ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୧୦: ସୋସିଆଲ ମିଡିଆରେ ଅନୁସୂଚିତ ଜାତି ବିରୋଧରେ ମନ୍ତବ୍ୟ ଦେଇଥିବାରୁ ହାନସି ପୋଲିସ କ୍ରିକେଟର ଯୁବରାଜ ସିଂଙ୍କୁ ଗିରଫ କରିଛି। ଏହି ଗିରଫ ୨୦୨୦ର ଏକ ମାମଲାରେ…

ଆଜି ହୋଇପାରେ ପ୍ରଶାନ୍ତଙ୍କ ଜାମିନ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି…