ନୂଆ ରେକର୍ଡ ପ୍ରତିଷ୍ଠା କଲେ ଶାକିବ

ଅଲ ଆମେରାତ,୧୭।୧୦: ଟି୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ। ଚଳିତ ଟି୨୦ ବିଶ୍ୱକପ୍‌ରେ ସ୍କଟଲାଣ୍ଡ…

ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୧୭, ୨୦୨୧)

ଭୁବନେଶ୍ୱରରେ ଲଘୁଚାପ ଜନିତ ବର୍ଷା ପୁରୀ ମଙ୍ଗଳା ଘାଟ ଅସ୍ଥାୟୀ ପୋଖରୀ ରେ ମା ଙ୍କୁ ବିଦାୟ ଦିଆଯାଇଛି କୁମ୍ଭାରସାହି ଅଞ୍ଚଳରେଗଜଲକ୍ଷ୍ମୀ ମୁର୍ମୟୀ ପ୍ରତିମାଙ୍କୁ ରଙ୍ଗ ତୁଳିରେ…

ଉତ୍ତରାଖଣ୍ଡରେ ଜାରି ହେଲା ରେଡ୍‌ ଆଲର୍ଟ

ଡେରାଡୁନ୍‌, ୧୭।୧୦: ଉତ୍ତରାଖଣ୍ଡରେ ସୋମବାର ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରିଛି। ଏପରି କି ୧୭ ଓ…

ବଢ଼ିଲା ବିଶ୍ୱକପ୍‌ ହିରୋଙ୍କ ସମସ୍ୟା

ହାଂସି,୧୭।୧୦: ଅନୁସୂଚିତ ଜାତି ଉପରେ ଅପମାନଜନକ ଟିପ୍ପଣି ଦେଇ ହଟହଟା ହୋଇଛନ୍ତି ଭାରତକୁ ଦୁଇ ଦୁଇ ଥର ବିଶ୍ୱକପ୍‌ ଜିତାଇଥିବା ଯୁବରାଜ ସିଂ। ଏହି ମାମଲାରେ ହିସାର…

ଯାତ୍ରୀଙ୍କ ଆଗରେ ମହିଳାଙ୍କୁ ବଳାତ୍କାର

ଓ୍ବାଶିଂଟନ,୧୭।୧୦: ଆମେରିକାର ଦକ୍ଷିଣପୂର୍ବ ପେନ୍‌ସିଲଭାନିଆ ପରିବହନ କର୍ତ୍ତୃପକ୍ଷ (ଏସ୍‌ଇପିଟିଏ)ଙ୍କ ଦ୍ୱାରା ମାର୍କେଟ ଓ ଫ୍ରାଙ୍କଫୋର୍ଡ ମଧ୍ୟରେ ଚଳାଚଳ କରୁଥିବା ଏକ ଟ୍ରେନ୍‌ରେ ଯାତ୍ରୀଙ୍କ ସମ୍ମୁଖରେ ଜଣେ ମହିଳାଙ୍କୁ…

ବାପାଙ୍କ ଆଗରେ ଝିଅଙ୍କୁ ମାରିଦେଲା ବାଘ

ସିଓନି(ମଧ୍ୟପ୍ରଦେଶ),୧୭।୧୦: ମଧ୍ୟପ୍ରଦେଶର ସିଓନି ଜିଲାରେ ବାପାଙ୍କ ଆଖି ଆଗରେ ୧୬ ବର୍ଷର ଝିଅଙ୍କୁ ଏକ ଚିତାବାଘ ଝାମ୍ପିନେଇ ମାରିଦେଇଛି। ପାଣ୍ଡିଓ୍ବାଡ଼ା ଗ୍ରାମ ନିକଟବର୍ତ୍ତୀ କାହ୍ନିଓ୍ବାଡ଼ା ଜଙ୍ଗଲ ମଧ୍ୟରେ…

ବିମାନ ଇନ୍ଧନକୁ ବଳିଗଲା ପେଟ୍ରୋଲ

ନୂଆଦିଲ୍ଲୀ,୧୭।୧୦: ଲଗାତାର ଚତୁର୍ଥ ଦିନ ପାଇଁ ବଢ଼ିଛି ପେଟ୍ରୋଲ ଓ ଡିଜେଲ୍‌ ଦର। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ଏହା ପଛର କାରଣ ବୋଲି…

୭୫ ଦିନ ପରେ ମିଳିଲା ପାଇଲଟ୍‌ଙ୍କ ମୃତଦେହ

ପଠାନକୋଟ୍‌,୧୭।୧୦: ଗତ ଅଗଷ୍ଟ ୩ ତାରିଖରେ ପଞ୍ଜାବର ପଠାନକୋଟ ଜିଲାର ରନ୍‌ଜୀତ ସାଗର ଡ୍ୟାମରେ ସେନାର ଏକ ହେଲିକାପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେବେଠାରୁ ହେଲିକାପ୍ଟର ଦ୍ୱିତୀୟ ପାଇଲଟ୍‌…

ବାପାଙ୍କୁ ବଞ୍ଚାଇବାକୁ ଯାଇ ଭାସିଗଲେ ପୁଅ

ରାୟଗଡ଼ା ଅଫିସ, ୧୭।୧୦: ପରିବାର ଓ ସମ୍ପର୍କୀୟଙ୍କ ସହ ଗଜପତି ଜିଲା ପାରଳାଖେମୁଣ୍ଡିରୁ ରାୟଗଡ଼ା ବୁଲିବାକୁ ଆସିଥିଲେ। ସେଠାରେ ମା’ ମଝି ଘରିଆଣୀଙ୍କ ଦର୍ଶନ କରି ଝୁଲାପୋଲ…

୨୫ ମହଲା ଉପରୁ ଖସି ପଡ଼ିଲେ ଯାଅଁଳା ଭାଇ

ଗାଜିଆବାଦ୍‌,୧୭।୧୦: ୧୪ ବର୍ଷୀୟା ଦୁଇ ଯାଅଁଳା ଭାଇ ଆପର୍ଟମେଣ୍ଟର ୨୫ତମ ମହାଲାରୁ ପଡ଼ି ପ୍ରାଣ ହରାଇଛନ୍ତି। ଶନିବାର ରାତିରେ ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଘଟିଛି ଏଭଳି ଦୁଃଖଦ…