୧୮ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ…

୪ ଜିଲା ପଛୁଆବର୍ଗ, ୧୪ ଜିଲା ଏସ୍‌ସି,ଏସ୍‌ଟିଙ୍କ ପାଇଁ ସଂରକ୍ଷିତ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଜିଲା ପରିଷଦ ଅଧ୍ୟକ୍ଷ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶନିିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ ପଛୁଆବର୍ଗଙ୍କ ପାଇଁ…

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ ଗିରଫ…

ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୧୬, ୨୦୨୧)

କଟକ ପୁରୀଘାଟ ଦେବୀଗଡା କାଠଯୋଡ଼ି ତଟରେ ନିର୍ମିତ ସ୍ୱତନ୍ତ୍ର ପୁଷ୍କରିଣୀରେ ମା' ଦୁର୍ଗାଙ୍କୁ ବିସର୍ଜନ      ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼  …

ଆଇଏଏସ ସ୍ତରରେ ଅଦଳ ବଦଳ; ପ୍ରଦୀପ୍ତ ହେଲେ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ…

ଦୁର୍ଗାପୂଜା ଭସାଣିରେ ୨ ହିନ୍ଦୁଙ୍କୁ ହତ୍ୟା

ଢାକା,୧୬।୧୦: ବାଂଲାଦେଶରେ ପୁଣିଥରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ହିଂସାକାଣ୍ଡରେ ୬ ଜଣଙ୍କ ଜୀବନ…

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ ଥିବା…

ଗାଡ଼ିରେ ଡାକି ନେଇ ମହିଳାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ, ୧୬ା୧୦: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଲିଫ୍ଟ ଦେବା ବାହାନାରେ ୨ଜଣ ଯୁବକ ନଦୀକୂଳକୁ ନେଇ ଗଣବଳାତ୍କାର କରିବା ଘଟଣା…

କେରଳରେ ବନ୍ୟା: ଗଲାଣି ୫ ଜୀବନ, ଅନେକ ନିଖୋଜ

ଥିରୁଭାନନ୍ତପୁରମ୍‌, ୧୬।୧୦: ଆରବ ଏବଂ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ କେରଳରେ ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ଏନେଇ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି।…

ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ ନଦୀ…