ଇଣ୍ଡିଆ ବୁକ ଅଫ ରେକର୍ଡସ୍‌ରେ ପ୍ରଥମେଶ

ଖଇରା, ୧୦।୧୦(ଡି.ଏନ.ଏ.): ମାତ୍ର ୧୬ସେକେଣ୍ଡରେ ଓଡ଼ିଶାର ୩୦ଟି ଜିଲାର ନାମ କହି ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକେଣା…

ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର

କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ ମେଢ…

ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ…

ବଢ଼ିବ ମହିଳାଙ୍କ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୧୦।୧୦: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶୁକ୍ରବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲାର ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି। ସଂରକ୍ଷଣ ପରିସଂଖ୍ୟାନରୁ ଚଳିତ ନିର୍ବାଚନରେ…

୧୪ ଦିନିଆ ନ୍ୟାୟିକ ହାଜତରେ ଆଶିଷ…

ଲକ୍ଷ୍ନୌ,୧୦।୧୦: ଲଖିମପୁର ଖେରି ହିଂସା ଘଟଣାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ୧୪ ଦିନିଆ ନ୍ୟାୟିକ ହାଜତକୁ ପଠାଇ ଦିଆଯାଇଛି। ଦୀର୍ଘ ୧୨ ଘଣ୍ଟା ପଚରା ଉଚରାପରେ…

ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍‌ଓପିକୁ ଭୁଲିଗଲେ

ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ…

୭୮ହଜାରଙ୍କୁ ନିଯୁକ୍ତି ଦେବ ଟିସିଏସ୍‌

ନୂଆଦିଲ୍ଲୀ,୧୦।୧୦: କୋଭିଡ୍‌ ସଂକ୍ରମଣର ଭୟାବହତା କିଛି ପରିମାଣରେ ହ୍ରାସ ପାଇଛି। ଏହାକୁ ନଜରରେ ରଖି ଆଇଟି କମ୍ପାନୀଗୁଡ଼ିକ ନୂଆ ନିଯୁକ୍ତି ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ମହାମାରୀ…

ସୁନାଚେନ୍‌ ଲୁଟି ଗୁଳି ଫୁଟାଇଲେ

ବାହାନଗା, ୧୦|୧୦(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ବଜାରରେ ଖରାସାହପୁର ଗ୍ରାମର କରୁଣାକର ନାୟକ ତାଙ୍କ ସ୍ତ୍ରୀ ସସ୍ମିତା ଉଭୟ ମୋଟରସାଇକେଲ ଯୋଗେ ଜୁଣିଆଁ ବଜାରରୁ…

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି…

୧୦୦ ବିଲିୟନ କ୍ଲବରେ ଅମ୍ବାନୀ

ନୂଆଦିଲ୍ଲୀ,୧୦।୧୦: ଏସିଆର ସବୁଠୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଟେସ୍‌ଲାର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଏଲନ ମସ୍କ ଓ ଆମାଜନ ସଂସ୍ଥାପକ…