ହାଜତରୁ ଖସି ରହୁଥିଲେ ଜଙ୍ଗଲରେ, ଧରାପଡିଲେ ୩ ବର୍ଷ ପରେ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ସମେତ ପଡ଼ୋଶୀ ଜିଲାରେ ପୋଲିସର ନିଦ ହଜାଇଥିବା କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମାଙ୍କୁ ପୋଲିସ ଗିରଫ କରିଛି। ୩ ବର୍ଷ ତଳେ…

ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା ଜାରି…

ଓଡ଼ିଶା: ଆଜିର ଫଟୋ ( ଅକ୍ଟୋବର ୮, ୨୦୨୧ )

ଭୁବନେଶ୍ୱର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ରାଜ୍ୟସ୍ତରୀୟ ଲୋକକଳା ଗ୍ରାମ୍ୟ ମହୋତ୍ସବ   ମା’ କଟକଚଣ୍ଡୀଙ୍କ ଷୋଡ଼ଶୀ ବେଶ   ମା’ ଗଡ଼ଚଣ୍ଡୀଙ୍କ ବଗଳା ବେଶ   ମା’ ଝାଞ୍ଜିରୀମଙ୍ଗଳାଙ୍କ…

ଆର୍‌ସିବିର ସ୍ଥିତି ଗୁରୁତର

ଦୁବାଇ,୮।୧୦: ପ୍ଲେ-ଅପ୍‌କୁ କ୍ୱାଲିଫାଏ କରିସାରିଥିବା ଦୁଇ ଦଳ ମଧ୍ୟରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସ୍ଥିତି ସମ୍ପୂର୍ଣ୍ଣ ଗମ୍ଭୀର। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ…

ମହିଳାଙ୍କୁ ଉଲଗ୍ନ କରି ନିସ୍ତୁକ ଛେଚିଲେ

ଭୋପାଳ,୮।୧୦: ମଧ୍ୟପ୍ରଦେଶର ଧର ଜିଲାରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ମଧ୍ୟବୟସ୍କା ବିଧବାଙ୍କୁ ପଡୋଶୀ ଉଲଗ୍ନ କରି ନିର୍ଘାତ ମାଡ଼ ମାରିଛନ୍ତି। ଶତାଧିକ ଲୋକଙ୍କ ଉପସ୍ଥିତିରେ ମହିଳାଙ୍କୁ ଉଲଗ୍ନ…

ମୁମ୍ବାଇ ପାଇଁ କିଛି ଅସମ୍ଭବ ନୁହେଁ

ଆବୁଧାବି,୮।୧୦: ପ୍ଲେ-ଅପ୍‌ରେ ସ୍ଥାନ ନିଶ୍ଚିତ କରିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠୁ ଜରୁରୀ ଥିଲା ହାଇଦ୍ରାବାଦ୍‌ ଆଗରେ ଏକ ବିଶାଳ ଟାର୍ଗେଟ ଛିଡ଼ା କରିବା। ପ୍ରଥମେ ଇଶାନ…

ମସଜିଦ୍‌ରେ ବହିଲା ରକ୍ତର ନଦୀ

କାବୁଲ,୮।୧୦: ଶୁକ୍ରବାର ନମାଜ ପାଠ ବେଳେ ଆତଙ୍କବାଦୀମାନେ ଆଫଗାନିସ୍ତାନର କୁଣ୍ଡୁଜ ସହରସ୍ଥିତ ମସଜିଦରେ ରକ୍ତର ନଦୀ ବୁହାଇଛନ୍ତି। ଆତ୍ମଘାତୀ ବିସ୍ଫୋରଣରେ ମୃତକଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି। ମୃତକଙ୍କ…

ଗୋରୁ ମାଲିକଙ୍କୁ ତୀରମାରି ହତ୍ୟା

କେନ୍ଦୁଝର,୮।୧୦(ସ୍ବ.ପ୍ର.): ଚାଷଜମିରେ ଗୋରୁ ପଶି ଫସଲ ଖାଇବାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ତୀର ମାରି ହତ୍ୟା କରାଯାଇଛି। କେନ୍ଦୁଝର ଜିଲା ନୟାକୋଟ ଥାନା ବାଂଶପାଳ ବ୍ଲକ ଅଧୀନ…

ଜେଲ ଗଲେ ଚିଲିକା ବିଧାୟକ

ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ…

ସ୍କୁଲ ଛୁଟି

ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର…