ଟାଟାର ହେଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୮ ।୧୦: ଟାଟା ସନ୍ସ ଏବେ ଏୟାର ଇଣ୍ଡିଆର ନୂଆ ମାଲିକ ହେବେ । ୧୮,୦୦୦କୋଟି ଡାକରେ ଟାଟା ଏହି ସରକାରୀ ଏୟାର ଲାଇନ୍ସକୁ କିଣି ନେଇଛି…

ଦୀର୍ଘଦିନ ଧରି ଚାଲିଥିଲା ଦେଶୀ ବନ୍ଧୁକ କାରଖାନା, ଜଣଙ୍କୁ ବାନ୍ଧିଲା ପୋଲିସ

ପରଜଙ୍ଗ,୮।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ବାମ ଗ୍ରାମରେ ଦେଶୀ ବନ୍ଧୁକ କାରଖାନା ଠାବ କରାଯାଇଛି। ପୋଲିସ ଚଢ଼ାଉ କରି ଏଥିରେ ସମ୍ପୃକ୍ତ…

ଆର୍ୟନଙ୍କୁ ମିଳିଲାନି ଜାମିନ, ମା’ଙ୍କ ଜନ୍ମଦିନରେ ଗଲେ ଜେଲ୍‌

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କୁ ଜାମିନ ମିଳିଲାନି। ଶେଷରେ ଷ୍ଟାର୍‌ କିଡ୍‌ଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ମୁମ୍ବାଇ ଜିଲା କୋର୍ଟରେ ଜାମିନ ଆବେଦନ…

ପାର୍ବଣରେ ପୁଣି ଫେରିଛି କରୋନା, ୩ ମାସ ଯାଏ ସତର୍କ ରୁହ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଦିନେ ବଢ଼ିଲେ ଦିନେ କମୁଛି କରୋନା ସଂକ୍ରମଣ। ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଏହି ସମୟରେ ଭିଡ ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି। ଏହାକୁ…

ପ୍ରମାଣ ବିନା କେବଳ ଅଭିଯୋଗକୁ ନେଇ କାହାକୁ ଗିରଫ କରାଯାଇ ପାରିବ ନାହିଁ: ମୁଖ୍ୟମନ୍ତ୍ରୀ ଯୋଗୀ

ଲକ୍ଷ୍ନø,୮ ।୧୦: ଲକ୍ଷ୍ମୀପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଆଶିଷ ମିଶ୍ରାଙ୍କୁ ପୋଲିସ ଏପର୍ଯ୍ୟନ୍ତ ଗିରଫ କରିବାରେ ସଫଳ ହୋଇନାହିଁ । ମାମଲାକୁ ନେଇ ପୋଲିସ…

ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି ମୁରାତୋଭ।…

ୟୁପି ସରକାରଙ୍କୁ କଡ଼ା ନିନ୍ଦା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୧୦: ଲଖିମୁପର ହିଂସା ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ କଡ଼ା ନିନ୍ଦା କରିଛନ୍ତି। ଶୁଣାଣି ସମୟରେ ପୋଲିସର କାର୍ଯ୍ୟରେ ଅଳସୁଆ ଥିବାରୁ ରାଜ୍ୟ ସରକାରଙ୍କୁ ପ୍ରଧାନ…

କେନ୍ଦୁଝର ଗସ୍ତରେ ଡିଆରଏମ: ରେଳ ଚଳାଚଳ ନେଇ ଦାବିପତ୍ର

କେନ୍ଦୁଝର,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରସ୍ତରେ ଆସିଥିବା ଡିଆର୍‌ଏମ୍‌ (ଡିଭିଜନାଲ ରେଲଓ୍ବେ ମ୍ୟାନେଜର) ଖୋର୍ଦ୍ଧା ଡିଭିଜନଙ୍କୁ କେନ୍ଦୁଝର ଯୁବ ପରିଷଦ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଛି। ବରଦା ପ୍ରସନ୍ନ…

ବିସ୍ଫୋରକ ଇନିଂସ ଖେଳି ସେହ୍ବାଗଙ୍କ ରେକର୍ଡ ଭାଙ୍ଗିଲେ ପଞ୍ଜାବ ଅଧିନାୟକ; ପୁଣି ୬୦୦ ରନ୍‌ ପାର୍‌…

ଦୁବାଇ,୮।୧୦: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌ ୨୦୨୧)ର ଗୁରୁବାର ଚେନ୍ନାଇ ସୁପରକିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଅତି ରୋମାଞ୍ଚକର ଥିଲା। ଚଳିତ ସିଜିନର ଦ୍ୱିତୀୟ…

ଡ୍ରାଗନର ଦାଦାଗିରି: ଦକ୍ଷିଣ ଚାଇନା ସାଗରରେ ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ

ୱାଶିଂଟନ,୮ ।୧୦: ଦକ୍ଷିଣ ଚାଇନା ସାଗରରେ ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ବେଳକୁ ବେଳ ବଢିବାରେ ଲାଗିଛି । ଅନ୍ୟପଟେ ତାଇୱାନ ମାମଲାରେ ମଧ୍ୟ…