ଉତ୍ତରପ୍ରଦେଶ କ’ଣ ପାକିସ୍ତାନରେ

ଲକ୍ଷ୍ନୌ,୬।୧୦ : ”ଉତ୍ତରପ୍ରଦେଶ (ୟୁପି) କ’ଣ ପାକିସ୍ତାନରେ। ଭାରତୀୟଙ୍କୁ କାହିଁକି ରାଜ୍ୟରେ ପ୍ରବେଶ ଅନୁମତି ମିଳୁନାହିଁ। ପ୍ରଶାସନ ଲଖିମପୁର ଖେରି ଅଞ୍ଚଳରେ ୧୪୪ ଧାରା ଜାରି କରିଛି।…

ରାହୁଲଙ୍କ ସବୁ ସର୍ତ୍ତ ମାନିଲା ପ୍ରଶାସନ

ଲକ୍ଷ୍ନୌ,୬।୧୦: ଲଖିମ୍‌ପୁର ଖେରିରେ ଚାରିଜଣ କୃଷକଙ୍କ ସମେତ ଆଠ ଜଣଙ୍କ ମୃତ୍ୟୁ ମାମଲାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଘଟଣାସ୍ଥଳକୁ…

ରାଜଧାନୀକୁ ପୁଣି ଫେରିଲା କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି…

ରାଶିଫଳ: ଗୁରୁବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଅବଶ୍ୟ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଶିଳ୍ପ,ବ୍ୟବସାୟ,ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ…

ଅମିତ ଶାହାଙ୍କୁ ଭେଟିଲେ ଅଜୟ: ପଦ ଯିବା ଆଶଙ୍କା

ନୂଆଦିଲ୍ଲୀ,୬।୧୦: କେନ୍ଦ୍ର ସରକାରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ଅଜୟ ମିଶ୍ରା ବୁଧବାର ଅପରାହ୍ନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନିକଟରେ ପହଞ୍ଚିଛନ୍ତି। କୁହାଯାଉଛି…

ଆସୁଛି ଆଉ ଏକ ଲଘୁଚାପ: ଫିକା ପଡ଼ିବ ପାର୍ବଣ

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଚଳିତବର୍ଷ ପାର୍ବଣ ଫିକା ପଡ଼ିବ ଯାହା ଜଣାପଡୁଛି। ଅକ୍ଟୋବର ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏବର୍ଷ…

ଆକାଶରୁ ଖସିଲା ମୃତ୍ୟୁ: ଜଙ୍ଗଲରେ ଚରୁଥିବା ସମୟରେ ଚାଲିଗଲା ୧୦ରୁ ଊର୍ଦ୍ଧ୍ୱ ଗୋରୁ, ଛେଳିଙ୍କ ଜୀବନ

କେନ୍ଦୁଝର,୬ା୧୦(ସ୍ବ.ପ୍ର.): ଅଦିନିଆ ବର୍ଷାରେ ବାଂଶପାଳ ବ୍ଲକ ତରମାକାନ୍ତ ପଞ୍ଚାୟତର ଦୁର୍ଗମ ଉପର ବିରିକଳା ଗ୍ରାମରେ ବଜ୍ରପାତ ଯୋଗୁ ଉକ୍ତ ଗ୍ରାମର ୧୦ରୁ ଊଦ୍ଧର୍‌ବ ଗୋରୁ ଓ ଛେଳି…

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦ ବେଳକୁ…

ଏନ୍‌ସିବି ଲକ୍‌ଅପ୍‌ରେ ବିଜ୍ଞାନ ବହି ପଢୁଛନ୍ତି ଆର୍ୟନ

କ୍ରୁଜ୍‌ରେ ଡ୍ରଗ୍ସ ଏବଂ ରେଭ ପାର୍ଟି ମାମଲାରେ ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ଗିରଫ କରାଯାଇଛି। ମୁମ୍ବାଇର ଏକ କୋର୍ଟ ଆର୍ୟନଙ୍କ ସମେତ ତିନି ଅଭିଯୁକ୍ତଙ୍କ ରିମାଣ୍ଡକୁ…

ନୁଆ ଲୁକ୍‌ରେ ଗୋଲ୍ଡେନ୍‌ ବୟ

ମୁମ୍ବାଇ: ନୂଆ ଲୁକ୍‌ରେ ନଜର ଆସିଲେ ଗୋଲ୍ଡେନ୍‌ ବୟ ନୀରଜ ଚୋପ୍ରା। ଅଲମ୍ପିକ୍ସରେ ଗୋଲ୍ଡ ମେଡାଲ ଜିତିବା ପରେ ସବୁବେଳେ ତାଙ୍କୁ ନେଇ ଚର୍ଚ୍ଚା। ଖେଳ ଏବଂ…