ଜିଲା କୋଷାଗାରକୁ ଗଲା ୫ କୁଇଣ୍ଟାଲ ରୁପା

ପୁରୀ ଅଫିସ,୬।୧୦: ଶ୍ରୀମନ୍ଦିରର ସାତ ଦ୍ୱାର ରୁପା ଛାଉଣି ସରିଥିବାବେଳେ କଳାହାଟ ଦ୍ୱାରର ରୁପା ଛାଉଣି ହୋଇପାରିନାହିଁ। ଆସନ୍ତା ବର୍ଷ ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର…

ଏହି ଅଭିନେତ୍ରୀଙ୍କୁ ହ୍ବାଟ୍‌ସଆପ୍‌ରୁ ବ୍ଲକ୍‌ କରିଦେଇଥିଲେ ରିଷଭ ପନ୍ତ: ଏବେ ଜନ୍ମଦିନ ଶୁଭେଚ୍ଛା ଜଣାଇ ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ୱିକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆଜିକାଲି ତାଙ୍କ କ୍ୟାରିୟରର ସର୍ବୋତ୍ତମ ଫର୍ମରେ ଅଛନ୍ତି। ସମ୍ପ୍ରତି ରିଷଭ ପନ୍ତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ…

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ…

ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା ୨୦୨୨…

୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ୨୦୩ ଦିନ ପରେ…

ଏସିଆର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ସ୍ବତନ୍ତ୍ର ରେକର୍ଡ ହାସଲ କଲେ ରୋହିତ ଶର୍ମା

ମୁମ୍ବାଇ,୬।୧୦: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ରାଜସ୍ଥାନ ରୟାଲ୍ସ ବିପକ୍ଷରେ ବ୍ୟାଟିଂ କରିବାକୁ ବାହାରିଥିବା ରୋହିତ…

ଭାରତ ଲାଗି ଆଉଟ୍‌ଲୁକ୍‌ ଦୃଢ଼ କଲା ମୁଡିସ୍‌

ନୂଆଦିଲ୍ଲୀ,୬।୧୦: ରେଟିଂ ଏଜେନ୍ସି ମୁଡିସ୍‌ ମଙ୍ଗଳବାର ଭାରତ ବଜାର ଲାଗି ଆଉଟ୍‌ଲୁକ୍‌ ରେଟିଂକୁ ପୂର୍ବାପେକ୍ଷା ଦୃଢ଼ କରିଛି। ଏହା ପୂର୍ବରୁ ଭାରତର ରେଟିଂକୁ ନେଗେଟିଭ୍‌ ରଖିଥିଲା। ମାତ୍ର…

ପାଓ୍ବାର ପ୍ଲାଣ୍ଟରେ କୋଇଲା ଅଭାବ ଉତ୍କଟ

ନୂଆଦିଲ୍ଲୀ,୬।୧୦ - ଭାରତରେ ଚାଇନା ଭଳି ବିଦ୍ୟୁତ୍‌ ଶକ୍ତି ସଙ୍କଟ ଉପୁଜିବା ନେଇ ଆଶଙ୍କା କରାଯାଉଛି। ଏହା ଶକ୍ତି କ୍ଷେତ୍ରର କାର୍ଯ୍ୟକଳାପକୁ ଠପ୍‌ କରିପାରେ। ବିଜୁଳି ଉତ୍ପାଦନ…

ରୋଷେଇ ପୁଣି ଘରେ ମହଙ୍ଗା ମାଡ଼…

ନୂଆଦିଲ୍ଲୀ,୬।୧୦: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼ ହୋଇଛି। ଘରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସିଲିଣ୍ଡର ଦାମ୍‌ ପୁଣି ବଢ଼ିଛି। ୧୪.୨ କିଲୋଗ୍ରାମ୍‌ ସିଲଣ୍ଡର ଦାମ୍‌…

ମହାକାଶରେ ହେବ ଫିଲ୍ମ ଶୁଟିଂ

ମସ୍କୋ, ୬ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍‌ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍‌ରେ ଫିଲ୍ମ ଶୁଟିଂ ଦୃଶ୍ୟ। ମହାକାଶ…