ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ୟୁଟ୍ୟୁବ୍ ଦେଖାଇଲା ବାଟ- ସ୍କୁଟର ଇଞ୍ଜିନ୍‌ରେ ପାୱାର ଟିଲର

ସାଇକେଲ୍ ମେକାନିକ୍ ତିଆରି କରିଛନ୍ତି ସ୍କୁଟର ଇଞ୍ଜିନ୍‌ରେ ପାୱାର ଟିଲର। ଏବେ କମ୍ ଖର୍ଚ୍ଚରେ ନିଜ ଜମିକୁ ଚାଷ କରି ପାରୁଛନ୍ତି। ତାଙ୍କର ଏହି ଉଦ୍ୟମ ଏବେ…

ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’

ଭୁବନେଶ୍ୱର, ୩ା୧୦ (ବ୍ୟୁରୋ): କରୋନା କଟକଣା ଓ ନବୀକରଣ ପାଇଁ ବନ୍ଦ ରହିଥିବା ‘ଏକାମ୍ର ହାଟ’ ବର୍ଷକ ପରେ ନୂଆ ରୂପରେ ଶନିବାରଠାରୁ ଖୋଲିଛି। ରଙ୍ଗିନ ଆଲୋକମାଳା…

ଆର୍ୟନଙ୍କୁ ଏନ୍‌ସିବି ପକ୍ଷରୁ ପଚରା ଉଚରା ଜାରି…

ମୁମ୍ବାଇ,୩।୧୦: ବଲିଉଡ୍‌ ଅଭିନେତା ଶାହାରୁଖ ଖଁାଙ୍କ ପୁଅ ଆର୍ୟନ ଖାଁଙ୍କୁ ନାର୍କୋଟିକ୍‌ କଣ୍ଟ୍ରୋଲ ବୋର୍ଡ (ଏନ୍‌ସିବି) ପକ୍ଷରୁ ପଚରା ଉଚରା ଜାରି ରହିଛି। କ୍ରୁଏଜ୍‌ ଶିପ୍‌ରେ ଡ୍ରଗ୍ସ୍‌…

ଆଉ ମାସ ମାସ ନୁହେଁ , ୪ ଦିନରେ ପାସ୍‌ପୋର୍ଟ ଭେରିଫିକେଶନ

କଟକ ଅଫିସ,୩ା୧୦: ପାସ୍‌ପୋର୍ଟ ଭେରିଫିକେଶନ ପାଇଁ ଏଣିକି ଆଉ ଲୋକମାନଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡିବନି। ଏବେ ଆବେଦନର ୪ ଦିନ ଭିତରେ ପାସ୍‌ପୋର୍ଟ…

ପାର୍ବଣ ଭିଡ଼ ଉପରେ ନଜର ରଖିବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପାର୍ବଣକୁ ନେଇ ଏବେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। କୋଭିଡ୍‌ ସଂକ୍ରମଣ ଆଶଙ୍କା ଥିବାରୁ ସେମାନେ ପୁଣି ଚେତାବନୀ ଦେଇଛନ୍ତି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…

ଆଜି ରାଜ୍ୟରୁ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୫୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ବାହାର ଖାଦ୍ୟ ବିପଦ ଡାକୁଛି

ଭୁବନେଶ୍ୱର,୩ା୧୦(ବ୍ୟୁରୋ): କରୋନା ସଂକ୍ରମଣ କିଛି ମାତ୍ରାରେ ହ୍ରାସ ପାଇବା ପରେ ରାଜ୍ୟରେ ସବୁ ଖୋଲି ଦିଆଯାଇଛି। ହୋଟେଲ, ରେଷ୍ଟୁରାଣ୍ଟ ଖୋଲିବା ସହ ରାସ୍ତାକଡ଼ ଠେଲା ଜଳଖିଆ ଦୋକାନୀ…

ଦେଢ଼ ବର୍ଷର ଶିଶୁ ପୁତ୍ରକୁ ବିକ୍ରି କଲେ ଆଫଗାନୀ ମହିଳା…

କାବୁଲ,୩।୧୦: ତାଲିବାନ୍‌ ଆଫଗାନିସ୍ତାନକୁ ନିଜ ଦଖଲକୁ ନେବା ପରେ ଏବେ ଦେଶର ଆର୍ଥିକ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଖାଇବାକୁ ନ ପାଇ ଲୋକେ…

ଭୋଟ୍‌ ଗଣତି ଆରମ୍ଭ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

ପୁରୀ ଅଫିସ,୩ା୧୦: କଡ଼ା ସୁରକ୍ଷା ମଧ୍ୟରେ ଆଜି ସକାଳ ୮ଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି…