ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ଅଛନ୍ତି।…

ମାସେ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର…

ରିଅଲ ଇଷ୍ଟେଟ୍‌ ଅପରାଧ ଓପିଆଇଡି ଆଇନ ଅଧୀନରେ ଆସୁନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ, ୨୯।୯: ରିଅଲ ଇଷ୍ଟେଟ୍‌ ଅପରାଧ ଓଡ଼ିଶା ଜମାକାରୀ ସ୍ବାର୍ଥ ସୁରକ୍ଷା (ଓପିଆଇଡି) ଆଇନ, ୨୦୧୧ ଅଧୀନରେ ଆସୁ ନ ଥିବା ଓଡ଼ିଶା ହାଇକୋର୍ଟ କହିଛନ୍ତି। ଅନୈତିକ…

ହାଇ ପ୍ରୋଫାଇଲ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର ଫେକ୍‌…

ଓଡ଼ିଶା ନାମଫଳକକୁ ଲିଭାଇ ଦେଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୯ା୯(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଦ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି। ତେବେ ଏହି…

ପାକିସ୍ତାନରେ ୧୨ ବିଦେଶୀ ଆତଙ୍କବାଦୀ ସଙ୍ଗଠନ

ଓ୍ବାଶିଂଟନ, ୨୯।୯: ପାକିସ୍ତାନ ଅନୂ୍ୟନ ୧୨ଟି ବିଦେଶୀ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ଆମେରିକା କଂଗ୍ରେସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ସେଥିରୁ ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ (ଜେଇଏମ୍‌)…

ଲଘୁଚାପ: ୪ ଯାଏ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪…

କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ହଜାର ଟଙ୍କା

ଭୁବନେଶ୍ୱର, ୨୯।୯(ବ୍ୟୁରୋ):କରୋନାରେ ମୃତ୍ୟୁ ହୋଇଥିଲେ ପରିବାରକୁ ମିଳିବ ୫୦ ହଜାର ଟଙ୍କା। ଏହି ସହାୟତା ଦେବେ ରାଜ୍ୟ ସରକାର। ଏନେଇ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ମଙ୍ଗଳବାର…

କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୯।୯(ପି.ଟି.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହତ୍ୟା ଓ ବଳାତ୍କାର ମାମଲାଗୁଡ଼ିକର ସିବିଆଇ ତଦନ୍ତ ଅଦାଲତ ତତ୍ତ୍ୱାବଧାନରେ କରିବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।…

ଦେଢ଼ମାସ ହେଲା ଏସ୍‌ସିବି ଛାତ୍ର ନିଖୋଜ

କଟକ ଅଫିସ,୨୯ା୯:ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଡିଏମ୍‌ଏଲ୍‌ଟି ଛାତ୍ର ସଂଗ୍ରାମ ନାୟକଙ୍କ ପତ୍ତା ମିଳୁନି। ଦେଢ଼ ମାସ ହେବ ସେ ନିଖୋଜ ଅଛନ୍ତି।…