୩୩ ବର୍ଷ ବୟସରେ ଲତା ମଞ୍ଜେସକରଙ୍କୁ ଦିଆଯାଇଥିଲା ବିଷ

ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହା ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ ବଡ…

ଶେଷ ଦିନରେ ହେଭିଓ୍ବେଟ୍‌ଙ୍କ ଜୋରଦାର ପ୍ରଚାର

ପିପିଲି/ଡେଲାଙ୍ଗ,୨୮।୯(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଶାସକ ବିଜେଡି, ଭାଜପା ଓ…

ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ…

୧୯୬୦ ପରଠୁ ରତ୍ନଭଣ୍ଡାର ଚାବିକାଠି ହସ୍ତାନ୍ତର ହୋଇନି

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବିକାଠି ବାସ୍ତବରେ ହଜିଥିଲା ନା ଏହା ପ୍ରଶାସନର କପୋଳକଳ୍ପିତ କାହାଣୀ ଥିଲା ତାହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ନାନା ପ୍ରଶ୍ନ ଉଙ୍କି…

ଏହି ମହାନ କ୍ରିକେଟର୍‌ଙ୍କୁ ହୃଦ୍‌ଘାତ

ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ସର୍ବକାଳୀନ ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ-ଉଲ-ହକ ହୃଦଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୋମବାର ସାରେ ଇଞ୍ଜାମାମ ସଫଳ ଆଞ୍ଜିଓପ୍ଲାଷ୍ଟି…

ସରିଲା ପ୍ରଚାର, ଭୋଟକୁ ଅପେକ୍ଷା

ପୁରୀ ଅଫିସ,୨୮।୯: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଶ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭିଡିଓ କନଫରେନ୍ସ…

ଆୟୁଷ୍ମାନ୍‌ ଭାରତ ଡିଜିଟାଲ ମିଶନ ଶୁଭାରମ୍ଭକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୨୮।୯(ବ୍ୟୁରୋ):  ସାମଗ୍ରିକ ଏବଂ ସମାବେଶୀ ସ୍ବାସ୍ଥ୍ୟ ମଡେଲ ତଥା ଗରିବ ଏବଂ ମଧ୍ୟବିତ୍ତ ବର୍ଗ ଲୋକଙ୍କ ଚିକିତ୍ସା ପାଇଁ ହେଉଥିବା ସମସ୍ୟା ଦୂରକରିବା ଦିଗରେ ସୋମବାର ଆୟୁଷ୍ମାନ…

ଚୌକା-ଛକାରେ ‘ଶତକ’ ହାସଲ କଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୨୮।୯: ଆମେରିକାରେ କ୍ରିକେଟ ଖେଳୁଥିବା ଭାରତୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଉନ୍ମୁକ୍ତ ଚାନ୍ଦ ପୁଣି ବ୍ୟାଟ୍‌ରେ କମାଲ୍‌ କରିଛନ୍ତି। ମାଇନର କ୍ରିକେଟ ଲିଗରେ ସିଲିକନ ଭ୍ୟାଲି ଷ୍ଟ୍ରାଇକର୍ସ ପାଇଁ…

୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର…

ଶରୀର ପାଇଁ ଉପକାରୀ ଖଜୁରି

ଖଜୁରି ଶରୀର ପାଇଁ ବେଶ୍‌ ଲାଭଦାୟକ। ଏଥିରେ ଫାଇବର, କ୍ୟାଲ୍‌ସିୟମ, ପୋଟାସିୟମ, ମ୍ୟାଗ୍ନେସିୟମ ବ୍ୟତୀତ ଅନ୍ୟାନ୍ୟ ଉପକାରୀ ତତ୍ତ୍ୱ ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ…