ଆସୁଛି ବାତ୍ୟା: କୂଳମୁହାଁ ଟ୍ରଲର, ସତର୍କ କଲା ପ୍ରଶାସନ

ଭୋଗରାଇ, ୨୬।୯ (ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବା ପରେ ଗାଙ୍ଗେୟ ସମତଳ ଅଞ୍ଚଳରେ ଶନିବାର ମଧ୍ୟାହ୍ନରୁ ପାଗର ଅବନତି ହୋଇଛି।…

୩ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଟକ୍କର

ପିପିଲି/ଡେଲାଙ୍ଗ, ୨୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ପିପିଲି ଉପନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପିିପିଲି, ଡେଲାଙ୍ଗ ଅଞ୍ଚଳରେ ରାଜନୈତିକ ଦଳଗୁଡ଼ିକର ଜୋରସୋରରେ ପ୍ରଚାର, ସଭା ଚାଲିଛି। ହେଭିଓ୍ବେଟ ତଥା ବରିଷ୍ଠ…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଅକ୍ଟୋବର ୨ରୁ ବିଜେଡିର ସମାଜ ସେବା କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ କୋଭିଡ୍‌ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତା ଅଭିଯାନ…

ଘର ଘର ବୁଲି କରୋନା ମୃତକଙ୍କ ପରିବାରକୁ ଚିହ୍ନଟ କରିବେ ୧୦୦ ଅଧିକାରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। କାର୍ଯ୍ୟ ବ୍ୟବସ୍ଥା ସହଜ…

ବେଳକୁ ବେଳ ବଢ଼ୁଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା: ଆଜି ୯୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୯୬ଜଣ ୧୮ ବର୍ଷରୁ କମ୍‌ ବର୍ଗର ଅଛନ୍ତି। ନୂତନ ସଂକ୍ରମିତଙ୍କ…

ପ୍ରୋତ୍ସାହନ ପାଇଁ ପଞ୍ଜୀକରଣ

ଅନୁଗୋଳ ଅଫିସ, ୨୬।୯: ମହାମାରୀ କରୋନା ସଂକ୍ରମଣ ସାମାନ୍ୟ ଥମିଛି। ହେଲେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏହା ନେଇଛି ଅନେକେ ମୁଣ୍ଡ। ଅନୁଗୋଳ ଜିଲାରେ କେବଳ କୋଭିଡ୍‌ରେ…

ରେଳଧାରଣା ପାର୍‌ ହୋଇ ଗାଁରେ ପଶିଲା ହାତୀ: ଦେଢ଼ ଘଣ୍ଟା ଟ୍ରେନ୍‌ ଚଳାଚଳ ବନ୍ଦ

ରୂପସା, ୨୬।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତକୁ ଶୁକ୍ରବାର ରାତିରେ ଏକ ଦନ୍ତା ହାତୀ ପଶି ଆସି ତାଣ୍ଡବ ରଚିଛି। ହାତୀଟି ବାରମ୍ବାର ରେଳଧାରଣା…

କ୍ଷତି ସହୁଛନ୍ତି କଖାରୁ ଚାଷୀ

ଠାକୁରମୁଣ୍ଡା,୨୬।୯(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ କଖାରୁ (ବୋଇତାଳୁ) ଚାଷ କରିଥିବା ଚାଷୀ ଚଳିତ ବର୍ଷ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ଲଘୁଚାପ…

ଅସ୍ତ୍ରବିରତି ବନ୍ଦ ହେଲେ ବି ଅନୁପ୍ରବେଶ ଜାରି…

ଶ୍ରୀନଗର,୨୬।୯: ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଅନ୍ୟ ଉପାୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଅସ୍ତ୍ରବିରତି ବନ୍ଦ…