୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ…

କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ

ବିଦିଶା (ଏମ୍‌ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ ସ୍ଥାନୀୟ…

କାଉଡ଼ିଆ ଯାତ୍ରା ନିଷ୍ପତ୍ତିର ପୁନର୍ବିଚାର କର

ନୂଆଦିଲ୍ଲୀ, ୧୭।୭: କରୋନା ସମୟରେ ଉତ୍ତରପ୍ରଦେଶ ସରକାର କାଉଡ଼ିଆ ଯାତ୍ରାକୁ ଅନୁମତି ଦେଇଥିବାରୁ ଏହାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ କହିଛନ୍ତି। ସୋମବାର ସୁଦ୍ଧା…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ବିବାହରେ ଏମିତି କହିଥିଲେ ସଲମାନ, ଜିତିଥିଲେ ସମସ୍ତଙ୍କ ହୃଦୟ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ-ଅଭିନେତାଙ୍କ ନାମ ପରସ୍ପର ସହ ଯୋଡ଼ି ହୋଇଥାଏ। ଏମାନଙ୍କ ମଧ୍ୟରୁ କେତେକଙ୍କ ପ୍ରେମ ବିବାହରେ ରୂପାନ୍ତରିତ ହୋଇଥିବା ବେଳେ ଆଉ…

ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି।…

ୟୁରୋପରେ ଜଳପ୍ରଳୟ

ବର୍ଲିନ, ୧୭।୭: କୋଭିଡ୍‌ ମହାମାରୀ ସହ ଯୁଝୁଥିବା ଜର୍ମାନୀ ଓ ବେଲ୍‌ଜିୟମ୍‌ ସମେତ ପଶ୍ଚିମ ୟୁରୋପୀୟ ରାଷ୍ଟ୍ରଗୁଡ଼ିକୁ ମାଡ଼ିଆସିଛି ଆଉ ଏକ ବିପତ୍ତି। ରେକର୍ଡ ବର୍ଷା ଅନେକ…

ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ ହେବା…

୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ

କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି…

୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ…