ଅଧାରେ ଲାଖିଛି ବିକାଶ

ଯାଜପୁର ଅଫିସ,୨୪ା୯: ଯାଜପୁର ଜିଲା ସଦର ମହକୁମାର ନବକଳେବର ପରିପ୍ରେକ୍ଷୀରେ ଆଉ ଏକ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ ମାନ୍‌ସାପୋଲଠାରୁ ବିରଜା ମହିଳା କଲେଜ ଛକ…

ରକ୍ତରଞ୍ଜିତ ହେଉଛି ରାଜପଥ

ଅନୁଗୋଳ ଅଫିସ, ୨୪ା୯ଶେଷ ହେଉନି ସମ୍ପ୍ରସାରଣ। ଆଗଉନି ଓଭରବ୍ରିଜ୍‌, ଅଣ୍ଡରପାସ୍‌ ନିର୍ମାଣ। ପୂରଣ କରାଯାଉନି ଖାଲଖମା କି ମରାମତି ହେଉନି ବାଇପାସ୍‌। ୫ ବର୍ଷ ହେଲା ଏପରି…

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା…

ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ…

ସୁବର୍ଣ୍ଣରେଖାରେ ପୁଣି ବନ୍ୟା -୨୫ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୪।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡ ରାଞ୍ଚତ୍ ମାଳଭୂମି ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହୁଥିବାରୁ ପ୍ରବଳ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଚାନ୍ଦିଲି ଡ୍ୟାମ୍‌ ସହିତ ଗାଲୁଡିହି, କରକାଇ,…

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ ହେଁ…

ଜାଲରେ ପଡୁନାହାନ୍ତି ବଡ଼ ଇଲିଶି

ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି ମାଛର…

କୁକୁର ଛୁଆକୁ ଟେକି ନେଇ ଗଛ ଉପରକୁ ଚଢ଼ିଗଲା ମାଙ୍କଡ଼, ୩ ଦିନ ପାଖରେ ରଖିବା ପରେ…

ମାଙ୍କଡ଼ ଏମିତି ଏକ ପ୍ରାଣୀ ଯିଏ କି ବହୁତ ଦୁଷ୍ଟ। ଏହାର ଚତୁରତା ଦେଖି ଲୋକେ ବି ବେଳେବେଳେ ଆନନ୍ଦିତ ହୁଅନ୍ତି। ସୋସିଆଲ ମିଡିଆରେ ଅନେକ ସମୟରେ…

ଦଳ ବିଜୟ ପରେ ଲାଗିଲା ଝଟ୍‌କା: ୨୪ ଲକ୍ଷ ଟଙ୍କାର ଜୋରିମନା ଦେବେ ଏହି ଦଳର ଅଧିନାୟକ

ଦୁବାଇ,୨୪।:କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ଏକ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୭ ଉଇକଟରେ ପରାସ୍ତ କରିଛି। ଏହି ବିଜୟ ସହିତ କୋଲକାତା ପଏଣ୍ଟ…

ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି

ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି ସମୟରେ…