ଆସିଲା ହୋମ୍‌ କିଟ୍‌, ଏବେ ଘରେ କରିହେବ କରୋନା ଟେଷ୍ଟ୍‌…

ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍‌ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍‌ ପକ୍ଷରୁ ହୋମ୍‌ କିଟ୍‌ ପ୍ରସ୍ତୁତ…

ନାସାର ଭବିଷ୍ୟବାଣୀ: ୨୦୩୦ରେ ଆସିବ ଭୟଙ୍କର ବନ୍ୟା ପରିସ୍ଥିତି

ଓ୍ବାଶିଂଟନ୍‌,୧୩।୭: ଜଳବାୟୁ ପରିବର୍ତ୍ତନ ହେତୁ ପୃଥିବୀର ପାଗ ଦ୍ରୁତ ଗତିରେ ବଦଳୁଛି। ଏହି କାରଣରୁ ଗ୍ଲେସିୟର୍‌ ତରଳି ଯାଉଛି ଏବଂ ଅନେକ ଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି…

ମୁକ୍ତ, ଅବାଧ ଇଣ୍ଟରନେଟ ଆକ୍ରମଣର ସମ୍ମୁଖୀନ: ପିଚାଇ

ନୂଆଦିଲ୍ଲୀ, ୧୩।୭: ମୁକ୍ତ ଓ ଅବାଧ ଇଣ୍ଟରନେଟ ବିଭିନ୍ନ ଦେଶରେ ଆକ୍ରମଣର ସମ୍ମୁଖୀନ ହୋଇଥିବା ଗୁଗଲ୍‌ ସିଇଓ ସୁନ୍ଦର ପିଚାଇ କହିଛନ୍ତି। ଅଧିକାଂଶ ଦେଶ ତଥ୍ୟ ପ୍ରବାହ…

ବଢ଼ୁଛି ବଜ୍ରପାତ ବିପଦ

ନୂଆଦିଲ୍ଲୀ, ୧୩ା୭: ବୈଷୟିକ ଜ୍ଞାନକୌଶଳର ଅଗ୍ରଗତି ସତ୍ତ୍ୱେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତରେ ଅନେକ ଲୋକଙ୍କ ଜୀବନ ଯାଉଛି। ସେଥିମଧ୍ୟରୁ ବଜ୍ରପାତ ପ୍ରମୁଖ କାରଣ ପାଲଟିଛି। ରବିବାର…

ଗାଈ ଦୋଷ ଛଡ଼ାଇବାକୁ ପୁରୀ ଯାଉଥିଲେ: ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର

ବାଲିକୁଦା,୧୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ…

ନେପାଳ ପାର୍ଲାମେଣ୍ଟ କାଏମ

କାଠମାଣ୍ଡୁ, ୧୩।୭(ଆଇଏଏନ୍‌ଏସ୍‌): ଏକ ନାଟକୀୟ ଘଟଣାକ୍ରମରେ ନେପାଳ ସୁପ୍ରିମକୋର୍ଟ ସୋମବାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ପାର୍ଲାମେଣ୍ଟ ଭଙ୍ଗ ନିଷ୍ପତ୍ତିକୁ ଖାରଜ କରିଦେଇଛନ୍ତି। ପାର୍ଲାମେଣ୍ଟକୁ ପୁନଃ ସ୍ଥାପିତ…

ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ…

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା ସୈନ୍ୟ…

ଭାରତରେ ତୃତୀୟ ଲହର

ହାଇଦ୍ରାବାଦ, ୧୩।୭ : ଜୁଲାଇ ୪ରୁ ଭାରତରେ କୋଭିଡ୍‌-୧୯ର ତୃତୀୟ ଲହର ଆରମ୍ଭ ହୋଇଥିବା ଭଳି ମନେ ହେଉଥିବା ହାଇଦ୍ରାବାଦର ଜଣେ ଗବେଷକ ସୂଚନା ଦେଇଛନ୍ତି। ୟୁନିଭର୍ସିଟି…

ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ ସଂକ୍ରମଣର…