ବାଘଛାଲ ବିକୁଥିଲେ ଇଞ୍ଜିନିୟରିଂ ଛାତ୍ର

ବାରିପଦା ଅଫିସ,୨୦ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଗାନ୍ଧୀ ପାର୍କ ନିକଟରୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଚଢ଼ାଉ କରି ୨ଫୁଟର କଲରାପତରିଆ ବାଘଛାଲ ଜବତ…

ଆରମ୍ଭରୁ ଚିତପଟାଙ୍ଗ ହୋଇ ପଡ଼ିଲା ଆର୍‌ସିବି

ଆବୁ ଧାବି,୨୦।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରୁ ଚିତପଟାଙ୍ଗ ହୋଇ ପଡ଼ିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆର୍‌ସିବି)। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ ମାତ୍ର…

ଶପଥ ନେବା ପରେ ଉଠିଲା ଇସ୍ତଫା ଦାବି

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ ସିଂ ଚାନ୍ନି ସୋମବାର ଶପଥ ଗ୍ରହଣ କରିଛନ୍ତି। ଶପଥ ନେବାର କିଛି ଘଣ୍ଟା ପରେ ପଞ୍ଜାବର ପ୍ରଥମ ଦଳିତ…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ…

କନ୍ୟା ସନ୍ତାନର ଜନନୀ ହେଲେ ବ୍ରିଟେନ ରାଜକୁମାରୀ

ଲଣ୍ଡନ: ବ୍ରିଟେନର ରାଜକୁମାରୀ ବ୍ରିଟିସ୍‌ ସୋମବାର ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଶିଶୁ କନ୍ୟାଟି ଲଣ୍ଡନର ଚେଲ୍ସି ଆଣ୍ଡ ୱେଷ୍ଟମିନିଷ୍ଟର ହସ୍ପିଟାଲରେ ଜନ୍ମ ହୋଇଛି। କନ୍ୟାର…

ଶସ୍ତାରେ ଚାଲିଗଲେ କୋହଲି, ଖାତା ଖୋଲିପାରିଲେନି ଡିଭିଲର୍ସ

ଆବୁ ଧାବି,୨୦।୯: ଏଠାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏପର୍ଯ୍ୟନ୍ତ…

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ…

‘ଦୁଇ ଥର ରାଜ୍ୟ ସଭା ଆସନକୁ ପ୍ରତ୍ୟାଖ୍ୟାନ କରିଛି’

ନୂଆଦିଲ୍ଲୀ,୨୦।୯: ବାସଭବନ ଓ କାର୍ଯ୍ୟାଳୟରେ ଆଇଟି ଚଢ଼ାଉ ପରେ ଟିକସ ଠକେଇ ଓ ବେଆଇନ ଫଣ୍ଡିଂ ଅଭିଯୋଗକୁ ଖଣ୍ଡନ କରିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଏହି…

ଅଶ୍ଳିଳ ବିଷୟବସ୍ତୁ ପ୍ରସ୍ତୁତିରେ ସାମିଲ ଥିବା ନେଇ କୌଣସି ପ୍ରମାଣ ନାହିଁ: ରାଜ କୁନ୍ଦ୍ରା

ବମ୍ବେ,୨୦।୯: ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଅଭିଯୋଗରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ଶେଷରେ ମିଳିଲା ଜାମିନ। ଦୀର୍ଘ ୨ ମାସ ଜେଲରେ ରହିବା ପରେ…

କୋହଲିଙ୍କ ନିଷ୍ପତ୍ତିକୁ ନେଇ ଖୁସି ନାହାନ୍ତି ସେହ୍ବାଗ; ଦେଲେ ଏଭଳି ବଡ଼ ବୟାନ

ନୂଆଦିଲ୍ଲୀ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ପଦ ଛାଡ଼ିବେ ବିରାଟ କୋହଲି। ନିକଟରେ ଜାତୀୟ ଟି୨୦ ଦଳର ଅଧିନାୟକ ପଦରୁ…