ହାଇଦ୍ରାବାଦ,୨୦।୯: ତେଲେଙ୍ଗାନାରେ ବାଲାପୁର ଗଣେଶଙ୍କ ଠାରେ ଭୋଗ ଲାଗି କରାଯାଉଥିବା ସବୁଠାରୁ ପ୍ରସିଦ୍ଧ ୨୧ କିଲୋଗ୍ରାମ ଲଡୁ ନିଲାମ ହୋଇଛି। ଏହି ଲଡୁ ପ୍ରାୟ ୧୮ ଲକ୍ଷ…
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ ଶିକ୍ଷା। ଅଲ୍ ଇଣ୍ଡିଆ କାଉନ୍ସିଲ୍ ଫର୍ ଟେକ୍ନିକାଲ ଏଜୁକେସନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍ ସିଗନାଲ୍ ମିଳିସାରିଛି। ତେବେ କେମିତି ଓ…
କାବୁଲ,୨୦ ।୯: ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ୮୦ ପ୍ରତିଶତ କର୍ମଚାରୀ ଦେଶ ଛାଡି ଚାଲିଯାଇଥିବା ଜଣାପଡିଛି । ଫଳରେ ତାଲିବାନ କୁଟନୈତିକ ମୋର୍ଚ୍ଚାରେ ଆଗକୁ ବଢିବାକୁ ଚାହୁଁଥିଲେ…
ବିଶାଖାପାଟନମ୍,୨୦।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ୧୫ ସେପ୍ଟେମ୍ବର ୨୦୧୯ରେ ଏକ ଡଙ୍ଗା ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କର ମୃତୃ୍ୟ ହୋଇଛି। ଏଥିରେ ଆନ୍ଧ୍ରପ୍ରଦେଶର…
କ୍ରିକେଟରେ ହ୍ୟାଟ୍ରିକ୍ ନେବା ବୋଲରଙ୍କ ପାଇଁ ଏକ ବଡ ଉପଲବ୍ଧି। ବିଶ୍ୱର ଅନେକ ବୋଲର୍ ହ୍ୟାଟ୍ରିକ୍ ମଧ୍ୟ ନେଇସାରିଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଅନ୍ତର୍ଜାତୀୟ ଏକଦିବସୀୟ…
ଲକ୍ଷ୍ନୌ,୨୦।୯: ରାଜ୍ୟବାସୀ, ସଂଗଠନ ଓ ସରକାରଙ୍କ ମିଳିତ ଉଦ୍ୟମ ଜାତୀୟ ସ୍ତରରେ ୟୁପି ପ୍ରତି ଲୋକଙ୍କ ଚିନ୍ତାଧାରରେ ପରିବର୍ତ୍ତନ ଆଣିଛି। ଆମ ସରକାରଙ୍କ ଉପରେ ଲୋକଙ୍କ ଭରସା…
ଦୁବାଇ,୧୯।୯: ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ସତ୍ତ୍ୱେ ରୁତୁରାଜ ଗାଏକ୍ୱାଡଙ୍କ ୮୮ ରନ୍ର ବିସ୍ଫୋରକ ପାଳି ବଳରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପ୍ରତିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସ ଆଗରେ…
ଅହମଦାବାଦ,୧୯।୯: ଗୁଜରାଟର ମୁନ୍ଦ୍ରା ବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍ଆଇ) ୯ ହଜାର କୋଟି ଟଙ୍କା ମୂଲ୍ୟର ହେରୋଇନ ଜବତ କରିଛି। ଏହି ନିଶାଦ୍ରବ୍ୟ ଆଫଗାନିସ୍ତାନରୁ ଆମଦାନି…
ପଟ୍ଟାଙ୍ଗୀ,୧୯ା୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ଗତ ଏପ୍ରିଲରେ ହୋଇଥିବା ଜିଲା ପରିଷଦ ଏବଂ ସମିତି…
ବ୍ରହ୍ମପୁର ଅଫିସ,୧୯ା୯:ବ୍ରହ୍ମପୁର ବଡ଼ ଡାକ୍ତରଖାନା ଆଶୁ ଚିକିତ୍ସା ବିଭାଗରେ ଚିକିତ୍ସାଧୀନ ଥିବା ଜଣେ ରୋଗୀ ରବିବାର ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ପୁଅ ବୈଦ୍ୟନାଥପୁର ଥାନାରେ…