ସନ୍ନ୍ୟାସୀ ଜୀବନରୁ ପ୍ରଧାନମନ୍ତ୍ରୀ ହେବାର ଯାତ୍ରା: ଜାଣନ୍ତୁ ମୋଦିଙ୍କ ବିଷୟରେ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ। ସାରା ଦେଶରେ ଭାଜପା ପକ୍ଷରୁ ବିଭିନ୍ନ କାର୍ଯ୍ୟମାନ ଆୟୋଜନ କରାଯାଉଛି। ତାଙ୍କ ବିଷୟରେ ଅନେକ ଜିନିଷ…

ନିଲାମ ହେବ ପ୍ରଧାନମନ୍ତ୍ରୀଙ୍କ ଉପହାର

ନୂଆଦିଲ୍ଲୀ,୧୭ ।୯: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାରା ବିଶ୍ୱରେ ଯେତେପ୍ରକାର ଉପହାର ମିଳିଛି ତା’ର ନିଲାମି କରାଯିବ ବୋଲି କହିଛି ।…

ଭିତରକନିକା ଲୋଗୋରୁ ‘ଓଲି’ ବାଦ୍‌

କେନ୍ଦ୍ରାପଡ଼ା ଅଫିସ, ୧୭ା୯:ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନସ୍ଥଳ ପାଇଁ ଜାତୀୟ ଉଦ୍ୟାନ ଭିତରକନିକାର ଗହୀରମଥା ବିଶ୍ୱ ପ୍ରସିଦ୍ଧ। ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ ଲକ୍ଷାଧିକ ଅଲିଭ ରିଡଲେ…

ମହାକାଶ ଗଲେ ୪ ସାଧାରଣ ନାଗରିକ

ଓ୍ବାଶିଂଟନ୍‌, ୧୭ା୯: ସ୍ପେସ୍‌ ଟୁରିଜମ୍‌ ବା ମହାକାଶ ପର୍ଯ୍ୟଟନ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି ଆମେରିକାର ବିଶିଷ୍ଟ ବ୍ୟବସାୟୀ ଏଲନ୍‌ ମସ୍କଙ୍କ କମ୍ପାନୀ ସ୍ସେସ୍‌ଏକ୍ସ। ବୁଧବାର…

ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’

ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର ରାଜଧାନୀ…

ଚାଇନାକୁ ଘେରିବା ପାଇଁ ‘ଅକସ୍‌’

ଓ୍ବାଶିଂଟନ/ଲଣ୍ଡନ,୧୭ା୯ସେପ୍ଟେମ୍ବର ୧୦ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଫୋନ୍‌ରେ ଆଫଗାନିସ୍ତାନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ…

ରେକର୍ଡ ଭାଙ୍ଗିଲା ବର୍ଷା: ୧୯୬୪ ମସିହା ପରେ ସର୍ବାଧିକ ବୃଷ୍ଟି

ନୂଆଦିଲ୍ଲୀ,୧୭ ।୯: ରାଜଧାନୀ ଦିଲ୍ଲୀରେ ହେଉଥିବା ଲଗାଣ ବର୍ଷା ଏବେ ରେକର୍ଡ କରିଛି । ଗୁରୁବାର ସୁଦ୍ଧା ଦିଲ୍ଲୀରେ ଏଥର ମୌସୁମୀରେ ପ୍ରାୟ ମୋଟ ୧୧୭୦.୭ ମିଲିମିଟର…

ଡିପ୍ରେଶନ ନେଇ ଚିନ୍ତାରେ କି?

ବର୍ତ୍ତମାନ ସମୟରେ, ପ୍ରତ୍ୟେକ ବ୍ୟକ୍ତି ଚାପଗ୍ରସ୍ତ ଜୀବନ ଏବଂ କାର୍ଯ୍ୟ ଚାପ ଯୋଗୁ ଉଦାସୀନତାର ଶିକାର ହେଉଛନ୍ତି। ଉଦାସୀନତା ସୃଷ୍ଟି କରିବାରେ ଡାଏଟ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ…

ବାଇଡେନ୍‌ଙ୍କୁ ଏଭଳି କଟାକ୍ଷ କଲେ ଇମ୍ରାନ୍‌

ଇସ୍‌ଲାମାବାଦ,୧୭।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଜଣେ ବିଜି ମ୍ୟାନ୍‌ (ବ୍ୟସ୍ତ ମଣିଷ) ବୋଲି କଟାକ୍ଷ କରିଛନ୍ତି। ବାଇଡେନ୍‌ ଗତ ଜାନୁୟାରୀରେ…

ପନ୍ତ ଦିଲ୍ଲୀ ଅଧିନାୟକ ରହିଲେ

ଦୁବାଇ,୧୭।୯ (ପି.ଟି.) ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟ ମ୍ୟାଚଗୁଡ଼ିକ ପାଇଁ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅଧିନାୟକ ପଦ ବଜାୟ…