ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍‌ବିଆଇ ରିପୋର୍ଟ…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍‌ ବ୍ୟଙ୍କ ଅପ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଚେତାବନୀ…

୨୦ ସୁଦ୍ଧା ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କର: ହାଇକୋର୍ଟ

କଟକ ଅଫିସ,୬।୭: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପ୍ରସଙ୍ଗରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏଥିରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ। ହେଲେ…

୪୩ ରୁଟ୍‌ରେ ଆଜିଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ବସ୍‌ ମଙ୍ଗଳବାରଠାରୁ ୪୩ଟି ରୁଟ୍‌ରେ ଚଳାଚଳ କରିବ। କାଟେଗୋରି-ଏରେ ଥିବା ଜିଲାଗୁଡ଼ିକରେ ଏହି ରୁଟ୍‌ଗୁଡିକ ଅବସ୍ଥିତ। ଓଏସ୍‌ଆର୍‌ଟିସିର…

ଆଜିର ଦିନରେ କ୍ରିକେଟ ପଡ଼ିଆରେ ଇତିହାସ ରଚିଥିଲେ ରୋହିତ ଶର୍ମା

ଭେଟେରାନ ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ପ୍ରଶଂସକଙ୍କ ପାଇଁ ୬ ଜୁଲାଇ ତାରିଖ ଅତ୍ୟନ୍ତ ସ୍ବତନ୍ତ୍ର। ଦୁଇ ବର୍ଷ ପୂର୍ବେ ଖେଳାଯାଇଥିବା ଆଇସିସି ଦିନିକିଆ…

ସାରା ରାଜ୍ୟରେ ଆବାସ ପ୍ଲସ୍‌ ଆପ୍‌ କାର୍ଯ୍ୟକ୍ଷମ ହେଉ

ଭୁବନେଶ୍ୱର,୬।୭(ବ୍ୟୁରୋ): ସମଗ୍ର ରାଜ୍ୟ ପାଇଁ ଆବାସ ପ୍ଲସ୍‌ ମୋବାଇଲ ଆପ୍‌ କାର୍ଯ୍ୟକ୍ଷମ କରାଯାଉ। ୧ ମାସ ପାଇଁ ଏହି ଆପ୍‌କୁ କାର୍ଯ୍ୟକ୍ଷମ କରିବା ସହ ଯୋଗ୍ୟ ହିତାଧିକାରୀଙ୍କ…

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର…

ତାଲିବାନ୍‌ କବ୍‌ଜାରେ ଆଫଗାନ ସୈନ୍ୟଙ୍କ ୭୦୦ ଟ୍ରକ୍‌

କାବୁଲ, ୬।୭: ତାଲିବାନ ଉଗ୍ରପନ୍ଥୀମାନେ ଗତ ମାସରେ ଆଫଗାନିସ୍ତାନ ସୈନ୍ୟବାହିନୀର ପ୍ରାୟ ୭୦୦ ଟ୍ରକ୍‌ ଓ ଅନ୍ୟ ସାମରିକ ଯାନ କବ୍‌ଜା କରିଥିବା ଜଣାପଡ଼ିଛି। ତାଲିବାନ ଚାପ…

ମୋଦି, ମମତାଙ୍କୁ ହାସିନାଙ୍କ ଆମ୍ବ ଭେଟି

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ତାଙ୍କ ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଖକୁ ୨,୬୦୦ କିଲୋଗ୍ରାମ ଆମ୍ବ ପଠାଇଛନ୍ତି। ବାଂଲାଦେଶରୁ…

ରାଜ୍ୟରେ ୨୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୬।୭(ବ୍ୟୁରୋ):  ରାଜ୍ୟରେ ‘ବ୍ଲାକ୍‌ ଫଙ୍ଗସ’ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେ’ ୧୦ରେ ରାଜ୍ୟରେ ପ୍ରଥମ ବ୍ଲାକ୍‌ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିଲେ। ଇତିମଧ୍ୟରେ…

କଶ୍ମୀରକୁ ରାଜ୍ୟ ମାନ୍ୟତା ପରେ ନିର୍ବାଚନ: ଗୁପ୍‌କାର ମେଣ୍ଟ

ନୂଆଦିଲ୍ଲୀ, ୬।୭: ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ରାଜ୍ୟ ମାନ୍ୟତା ଫେରାଇବା ପରେ ସେଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ବୋଲି ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ…