‘ଅର୍ଥ ବ୍ୟବସ୍ଥା ଲାଗି ଟିକାକରଣ ଗୁରୁତ୍ୱପୂର୍ଣ୍ଣ’

ନୂଆଦିଲ୍ଲୀ,୧୩।୯:  ଦେଶର ଅର୍ଥ ବ୍ୟବସ୍ଥାର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି ଟିକାକରଣ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଟିକାକରଣ ପରେ ଲୋକମାନେ ସେମାନଙ୍କ ବାଣିଜ୍ୟ କାରବାର ନିୟମିତ ଭାବେ…

ବର୍ଷା ନେଲା ୩ ଜୀବନ

କେନ୍ଦ୍ରାପଡ଼ା ଅଫିସ୍‌,୧୩।୯: କେନ୍ଦ୍ରାପଡା ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଙ୍ଗୋପସାଗରରେ ଲଘୁପାତଜନିତ ବର୍ଷା ବିପତ୍ାତ କେନ୍ଦ୍ରାପଡା ଜିଲାରେ ପ୍ରଭାବ ପକାଇଛି ା ଲଗାଣ ବର୍ଷା…

ସୀମା ଉପରେ ରହିଛି କଡ଼ା ନଜର, ସୂଚନା ଦେଲା ବିଏସ୍‌ଏଫ୍‌…

ଶ୍ରୀନଗର,୧୩।୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ ପରେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ କଡ଼ା ନଜର ରଖାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତରେ ଅନୁପ୍ରବେଶ…

ଗୋଟିଏ ଘଟଣା ଯୋଗୁ ବଦଳିଯାଇଥିଲା ଏହି ମହାନ କ୍ରିକେଟ୍‌ରଙ୍କ ଜୀବନ:ପାଇଥିଲେ ‘କିଙ୍ଗ ଅଫ ସ୍ପିନ’ ଆଖ୍ୟ

ଦୁନିଆର ମହାନ ସ୍ପିନର ସେନ୍‌ ୱାର୍ନ ଆଜି ଅର୍ଥାତ୍‌ ୧୩ ସେପ୍ଟେମ୍ବର ୨୦୨୧ରେ ୫୨ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। କ୍ରିକେଟରେ ତାଙ୍କର ସଫଳତା ଦୁନିଆର ଲକ୍ଷ…

ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ…

ଶ୍ରୀନଗର,୧୩।୯: ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଏକ ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ ହୋଇଛି। ସିଆର୍‌ପିଏଫ୍‌ ଟିମ୍‌ ପକ୍ଷରୁ ସ୍ଥାନୀୟ ବେମିନା ଅଞ୍ଚଳରେ ଥିବା ଏକ ପବ୍ଲିକ୍‌ ସ୍କୁଲ୍‌…

ଏକଛତ୍ରବାଦୀ ଶାସକ ପରୀକ୍ଷା କଲେ କ୍ରୁଜ୍‌ କ୍ଷେପଣାସ୍ତ୍ର…

ପୋୟଙ୍ଗୟାଙ୍ଗ୍‌,୧୩।୯: ଆମେରିକା ସହିତ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଦୀର୍ଘ ଦୂରଗାମୀ କ୍ରୁଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛନ୍ତି।…

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୦୪ ହୋଇଛି।…

ପାରାଦୀପରେ ବର୍ଷା ସାଙ୍ଗକୁ ପବନ: ସମୁଦ୍ର ଅଶାନ୍ତ

ପାରାଦୀପ,୧୩।୯(ସ୍ବ.ପ୍ର): ଜଗତସିଂହପୁର ଜିଲାରେ ଲଗାଣ ବର୍ଷାରେ ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ପାରାଦୀପରେ ଜୋରରେ ବର୍ଷା ହେଉଥିବା ବେଳେ ସମୁଦ୍ର ଅଶାନ୍ତ ହୋଇପଡିଛି। ବର୍ଷା ସାଙ୍ଗକୁ ପବନ ଯୋଗୁ…

ରେକର୍ଡ ଭାଙ୍ଗିଲା ପୁରୀ, ଭୁବନେଶ୍ୱର

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ବର୍ଷା ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ…

ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ/କୈବ,୧୩।୯: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଭୋଲ୍ଡାୟମର ଜେଲେନ୍ସିକ୍‌ କହିଛନ୍ତି ଯେ, ରୁଷିଆ ସୈନ୍ୟ ବାହିନୀଙ୍କ ସଂଖ୍ୟା ୟୁକ୍ରେନ୍‌ ସୀମାରେ…