ଡେଲିଭରି ବୟଙ୍କୁ ଅପହରଣ

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଅସୁରକ୍ଷିତ ହୋଇପଡୁଛି ରାଜଧାନୀର ରାତି। ରାସ୍ତାରେ ଚାଲିଛି ମଦୁଆ, ଲୁଟେରା, ଅସାମାଜିକଙ୍କ ରାଜ୍‌। କମିଶନରେଟ୍‌ ପୋଲିସ ଶୋଇଯାଉଥିବାରୁ ଅପରାଧୀମାନେ ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି।…

ଚାଇନା ଗଣମାଧ୍ୟମର ଚେତାବନୀ: ଆମକୁ ଶତ୍ରୁ ନ ଭାବୁ ଆମେରିକା, ପୁଣି ହୋଇପାରେ ୯/୧୧ ଭଳି ଆକ୍ରମଣ

ବେଜିଂ,୧୩ ।୯: ଚାଇନା ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସର ସମ୍ପାଦକ ହୁ ଜିଜିନ ୯/୧୧ ଆତଙ୍କବାଦୀ ଆକ୍ରମଣର ୨୦ ବର୍ଷ ପୂର୍ତ୍ତିରେ ଏକ ବଡ ବୟାନ ଦେଇଛନ୍ତି…

କୋହଲି ଦେବେ ଇସ୍ତଫା, ଟି-୨୦ ବିଶ୍ୱକପ ପରେ ରୋହିତ ହେବେ ଅଧିନାୟକ…

କୋଲକାତା,୧୩।୯: ଭାରତୀୟ କ୍ରିକେଟ ଦଳରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଅକ୍ଟୋବର-ନଭେମ୍ବରରେ ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଓମାନରେ…

ଦବିଲା କୋଠା, ଘରେ ପଶିଲା ପାଣି

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ…

ଆଜିଠୁ ସକାଳ ୭ରୁ ରାତି ୯ ଯାଏ ଦର୍ଶନ

ପୁରୀ ଅଫିସ,୧୩।୯:ନୂତନ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଅନୁଯାୟୀ ଏଣିକି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସୋମବାର (୧୩ ତାରିଖ)…

ମାଣିକପାଟଣା ଗଲେନି ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ବ୍ୟୁରୋ)/ ପାରଳାଖେମୁଣ୍ଡି, (ଡି.ଏନ୍‌.ଏ.) ୧୩ା୯:ଥମୁନାହିଁ ଓଡ଼ିଶା-ଆନ୍ଧ୍ର ସୀମା ବିବାଦ। ଏହାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କ ନିକଟରେ ମାମଲା ବିଚାରାଧୀନ ଥିବା ସତ୍ତ୍ୱେ ଆନ୍ଧ୍ର ତା’ର ମନମାନି ଚଳାଇଛି।…

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଆଗାମୀ…

ଅଲ୍‌-କାଏଦା ମୁଖ୍ୟ ଜୀବିତ ଚର୍ଚ୍ଚା

ବେରୁଟ, ୧୩ା୯: ଆତଙ୍କବାଦୀ ସଙ୍ଗଠନ ଅଲ୍‌-କାଏଦା ମୁଖ୍ୟ ଆୟାମାନ୍‌ ଅଲ୍‌-ଜଓ୍ବାହିରିଙ୍କୁ ଏକ ଭିଡିଓରେ ଦେଖିବାକୁ ମିଳିଛି। ତେଣୁ ଏବେ ବି ସେ ଜୀବିତ ଥିବା ନେଇ ସନ୍ଦେହ…

ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଏମ୍ବାଟୁର, ୧୩।୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ରବିବାର ଅନୁଷ୍ଠିତ ହୋଇଥିବାବେଳେ ଏହାର ମାତ୍ର କେଇଘଣ୍ଟା ପୂର୍ବରୁ ତାମିଲନାଡୁର ସାଲେମ ଜିଲାରେ ଜଣେ ୧୯…

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି…