ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି…

ଆଫଗାନିସ୍ତାନ ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ: ଜାତିସଂଘ…

ଜେନେଭା,୧୧।୯: ଆଫଗାନିସ୍ତାନର ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘ ସୁରକ୍ଷା ପରିଷଦରେ ଆଫଗାନିସ୍ତାନ ସହାୟତା ମିଶନର ପ୍ରମୁଖ ଡେବୋରାହ…

ବର୍ଷାରେ ବେହାଲ ଦିଲ୍ଲୀ: ରନ୍‌ୱେରେ ଜମିଲା ପାଣି

ନୂଆଦିଲ୍ଲୀ,୧୧ ।୯: ଶୁକ୍ରବାର ରାତିରୁ ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ଫଳରେ ଅନେକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି । ଗଳିକନ୍ଦିରେ ପାଣି ଜମା ହୋଇଯିବା ସହ ସାଧାରଣ…

ବାପା ହେଲେ ଟେଲିଜଗତର ଏହି ହ୍ୟାଣ୍ଡସମ୍‌ ହଙ୍କ୍‌

ବମ୍ବେ: ଟେଲିଭିଜନଜଗତର ହ୍ୟାଣ୍ଡସମ୍‌ ହଙ୍କ୍‌ ଶାହିର ଶେଖ ହୋଇଛନ୍ତି ବାପା। ତାଙ୍କ ଘରକୁ କୁନି ରାଜକୁମାରୀ ଆସିଛନ୍ତି। ସ୍ତ୍ରୀ ରୁଚିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା…

ପୃଥିବୀକୁ ବହୁ ଶିକ୍ଷା ଦେଇଛି ୯/୧୧…

ନୂଆଦିଲ୍ଲୀ,୧୧।୯: ପୃଥିବୀବାସୀଙ୍କୁ ସେପ୍ଟେମ୍ବର ୧୧(୯/୧୧) ବହୁ ଶିକ୍ଷା ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜୁରାଟର ଅହମଦାବାଦଠାରେ ସର୍ଦ୍ଦାରଧାମ ଭବନ ଲୋକାର୍ପଣ ସହିତ ସର୍ଦ୍ଦାରଧାମ ଦ୍ୱିତୀୟ ପର୍ଯ୍ୟାୟ…

୭ ବର୍ଷ ହେଲାଣି ଏହି ବ୍ୟବସାୟୀଙ୍କୁ ଡେଟ୍‌ କରୁଛନ୍ତି ସୁରଭି; ଏକଦା ‘ଇସ୍କବାଜ୍‌’ ଛାଡ଼ିବାକୁ ନେଇ…

ବମ୍ବେ: ଟେଲି ଅଭିନେତ୍ରୀ ସୁରଭି ଚନ୍ଦନାଙ୍କ ଆଜି ହାପି ବର୍ଥ ଡେ। ଏହାକୁ ନେଇ ପ୍ରଶଂସକଙ୍କଠାରୁ ଆରମ୍ଭ କରି ସାଥୀ କଳାକାରଙ୍କ ତରଫରୁ ତାଙ୍କ ନିକଟକୁ ଶୁଭେଚ୍ଛାର…

ଶ୍ରୀଲଙ୍କା ଗାୟକ ସୁନୀଲ ପେରେରାଙ୍କ ଦେହାନ୍ତ

କଲମ୍ବୋ: ଶ୍ରୀଲଙ୍କାର ଜଣାଶୁଣା ଗାୟକ ତଥା ମ୍ୟୁଜିକ କମ୍ପୋଜର ସୁନୀଲ ପେରେରାଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। କରୋନାରେ ଆକ୍ରାନ୍ତ ଥିବାରୁ…

କାନ୍ଦିଲେ ପୁଟିନ୍‌…

ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍‌ଙ୍କ କ୍ୟାବିନେଟ୍‌ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି ଜିନିଚଓ୍ବେଙ୍କର…

ହୋଇଗଲା ବଡ଼ ଭୁଲ, ଆତଙ୍କବାଦୀ ବଦଳରେ ନିରୀହଙ୍କ ଉପରେ ବୋମା ମାଡ଼…

ଓ୍ବାଶିଂଟନ,୧୧।୯: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ବିସ୍ଫୋରଣ ପରେ ଆମେରିକା ଏୟାର ଷ୍ଟ୍ରାଇକ କରିଥିଲା। ତେବେ ଏଥିରେ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କର ବଡ଼ ଭୁଲ୍‌ ହୋଇଥିଲା। ଅଜାଣତରେ…

ଦିଦିଙ୍କ ପାଖରେ ୯ ଗ୍ରାମ୍‌ ଅଳଙ୍କାର…

କୋଲକାତା,୧୧।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଭବାନୀପୁର ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।…