ଧୋନୀ ଦଳରେ ଥିଲେ ହେବ ୫ ଫାଇଦା

ନୂଆଦିଲ୍ଲୀ,୯।୯: ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ୧୫ ଜଣିଆ ଦଳ ଘୋଷଣା ହୋଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଚୟନକର୍ତ୍ତାମାନେ ଏକ…

ପାକିସ୍ତାନରେ ତାଲିବାନୀ ଆଇନ, ଜିନ୍ସ୍‌ ପିନ୍ଧିବାକୁ ବାରଣ…

ଇସଲାମାବାଦ୍‌,୯।୯: ପାକିସ୍ତାନର ଫେଡେରାଲ ଡାଇରେକ୍ଟୋରେଟ ଅଫ ଏଜୁକେସନ (ଏଫଡିଏ) ପକ୍ଷରୁ ତାଲିବାନୀ ଆଇନ ପ୍ରଣୟନ କରାଯାଇଛି। ଏଫଡିଏ ଶିକ୍ଷୟିତ୍ରୀମାନଙ୍କୁ ଜିନ୍ସ ଏବଂ ଟାଇଟ ପୋଷାକ ପିନ୍ଧିବାକୁ ବାରଣ…

ପିଲାଦିନେ ଶିକ୍ଷକ ପିଟୁଥିଲେ ବୋଲି ଅମିତାଭ କରୁଥିଲେ ଏହି କାମ

ମୁମ୍ବାଇ: କୌନ ବନେଗା କୋରଡ଼ପତି ସିଜନ-୧୩ରେ ବିଗ୍‌ ବି ଅମିତାଭ ବଚ୍ଚନ ତାଙ୍କ ପିଲାଦିନର କଥା ଶେୟାର କରିଛନ୍ତି। ଶୋ’ରେ ଜଣେ ପ୍ରତିଯୋଗୀ ଅମିତାଭଙ୍କୁ ତାଙ୍କ ପିଲାଦିନର…

ଭାଜପା-ସିପିଆଇଏମ୍‌ ମୁହାଁମୁହିଁ…

ଗୋମତି,୯।୯: ତ୍ରିପୁରାର ଗୋମତି ଜିଲା ଉଦୟପୁର ସହରରେ ଭାଜପା ଏବଂ ସିପିଆଇଏମ୍‌ ସହିତ ଜଡ଼ିତ ଥିବା ଛାତ୍ର ସଂଗଠନ ଡେମୋକ୍ରାଟିକ ୟୁଥ ଫେଡେରେସନ ଅଫ ଇଣ୍ଡିଆ (ଡିଓ୍ବାଇଏଫ୍‌ଆଇ)…

ଆଜି କରୋନା ନେଲା ୮ ଜୀବନ

ଭୁବନେଶ୍ୱର,୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୦୭୮ ହୋଇଛି।…

ଦ୍ୱିତୀୟ ବିବାହ ପୂର୍ବରୁ ପ୍ରଥମ ସ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଏହି ଅଭିନେତା, ସ୍ତ୍ରୀ କହିଥିଲେ…

ବଲିଉଡ ଅଭିନେତା ସୈଫ୍‌ ଅଲ୍ଲୀ ଖାନ ଏବଂ କରିନା କପୁର ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠାରୁ ଅଧିକ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଅନ୍ୟତମ। ସୈଫ୍‌ ଏବଂ କରିନା ଅଭିନୟ…

ଆଜି ୧୧୭ ପିଲା କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ଅଛନ୍ତି।…

ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର…

ପ୍ରତିଭା ମହାପାତ୍ର ଆଡୋବି ଇଣ୍ଡିଆର ଏମ୍‌ଡି

ନୂଆଦିଲ୍ଲୀ, ୯।୯: ଓଡ଼ିଶାର ପ୍ରତିଭା ମହାପାତ୍ର ଆଡୋବି ଇଣ୍ଡିଆର ଉପସଭାପତି ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଆଇବିଏମ୍‌ରେ କାମ କରୁଥିଲେ।…

୭ଦିନରେ ୭୯୪ ପିଲା ସଂକ୍ରମିତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି। ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି। କେବଳ ୭ ଦିନରେ…