ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ ଚାନ୍ଦାର…

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି।…

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି। କ୍ରୋଏସିଆ…

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ…

ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି।…

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ…

ଏହି ୫ ଭୁଲ୍‌ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି।…

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।…