ସମ୍ପୂର୍ଣ୍ଣ ଟିକା ନେଇଥିବା ୨୫ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀ କରୋନା ସଂକ୍ରମିତ: ସର୍ଭେ

ନୂଆଦିଲ୍ଲୀ,୩୧ ।୮: ରାଜଧାନୀ ଦିଲ୍ଲୀର ଏକ ହସ୍ପିଟାଲରେ ସମ୍ପୂର୍ଣ୍ଣ ଭାବେ ଟିକା ନେଇଥିବା ୨୫ ପ୍ରତିଶତ ଲୋକ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ହେଲେ…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ…

ଆଇପିଏଲ୍‌ ପୂର୍ବରୁ ଆହତ ହେଲେ ଏହି ଖେଳାଳି, ୩ ଦଳର ବଢିଲା ଚିନ୍ତା

ଲଣ୍ଡନ,୩୧।୮: ନିକଟରେ ଦି ହଣ୍ଡ୍ରେଡ ଲିଗରେ ୨୭ ଟି ଛକା ଓ ୨୨ ଚୌକା ସହ ୩୫୮ ରନ ସ୍କୋର କରିଥିବା ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ…

ଭଙ୍ଗାଯିବ ୪୦ ମହଲା କୋଠା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୋଏଡା,୩୧।୮: ଏକ ୪୦ ମହଲା କୋଠା ଭଙ୍ଗାଯିବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ରିୟଲ ଇଷ୍ଟେଟ୍‌ କମ୍ପାନୀ ସୁପରଟେକ୍‌ ଦ୍ୱାରା ନିର୍ମାଣ କରାଯାଇଥିବା ଏହି କୋଠାକୁ…

ଆଫଗାନିସ୍ତାନ ଫେରିଲେ ଓସାମା ବିନ୍ ଲାଦେନଙ୍କ ପୂର୍ବତନ ସହଯୋଗୀ

କାବୁଲ,୩୧ ।୮: ଆଫଗାନିସ୍ତାନରୁ ଆମେରିକା ସେନା ହଟିବା ପରେ ଏହା ସମ୍ପୂର୍ଣ୍ଣ ଭାବେ ତାଲିବାନ ହାତକୁ ଆସିଯିବା ପରେ ଏବେ କୁଖ୍ୟାତ ଆତଙ୍କବାଦୀଙ୍କ ଘର ଲେଉଟାଣି ହୋଇଛି…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦ ଜଣ…

ଡାକ୍ତରଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ: ବରଗଡ଼-ଛତିଶଗଡ଼ ଯାତାୟତ ବିଚ୍ଛିନ୍ନ

ବରଗଡ଼ ଅଫିସ/ଅମ୍ବାଭୋନା,୩୧।୮: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ହିତାକାଂକ୍ଷୀ ପ୍ରଧାନଙ୍କୁ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ…

ସେପ୍ଟେମ୍ବର ୧ରୁ ଖୋଲିବନି ସ୍କୁଲ, ହାଇକୋର୍ଟ ଲଗାଇଲେ ରୋକ…

ହାଇଦ୍ରାବାଦ୍‌,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ ସହିତ…

ଗର୍ଭବତୀଙ୍କ ପାଇଁ ‘ଲଡୁ ବିତରଣ ଯୋଜନ’: ପ୍ରତିମାସରେ ମିଳିବ ୧୫ ଲଡୁ

ଗାନ୍ଧିନଗର,୩୧ ।୮: ଗୁଜରାଟ ଗସ୍ତରେ ଥିବା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ତାଙ୍କର ନିର୍ବାଚନ ମଣ୍ଡଳୀ ଗାନ୍ଧିନଗରରେ ଗର୍ଭବତୀଙ୍କ ପାଇଁ ପୌଷ୍ଟିକ ‘ଲଡୁ ବିତରଣ ଯୋଜନା’ର ଶୁଭାରମ୍ଭ…

ଡାକ୍ତରଖାନାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: କାର୍‌ ଭାଙ୍ଗି ମାରିଲେ ମାଡ଼

ବରଗଡ଼ ଅଫିସ,୩୧।୮: ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ଅସୁରକ୍ଷିତ ହୋଇ ପଡିଛି। ସ୍ଥାନୀୟ ଟାଉନ ଥାନାର ଅନତିଦୂରରେ ରହିଥିବା ଏହି ଡାକ୍ତରଖାନାରେ…