ଉତ୍ତରାଖଣ୍ଡରେ ଭୂସ୍ଖଳନ: ୭ ମୃତ

ଡେରାଡୁନ, ୩୧।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଶିଳାଖଣ୍ଡ ଖସି ସେମାନଙ୍କ ଘର…

ଆଫଗାନ୍‌ ମାଟିରେ ଆମେରିକାର ଶେଷ ଦିନ

କାବୁଲ/ଓ୍ବାଶିଂଟନ୍‌, ୩୧ା୮: ଆଫଗାନିସ୍ତାନରେ ଦୁଇ ଦଶକର ଲମ୍ବା ଯୁଦ୍ଧ ଶେଷ କରିଛି ଆମେରିକା। ଅଗଷ୍ଟ ୩୧ ଡେଡ୍‌ଲାଇନ ପରେ ଆଫଗାନିସ୍ତାନ ମାଟିକୁ ନିଜ ଅକ୍ତିଆରରେ ଆଉ ରଖିପାରିବେନି…

ଆକାଶରୁ ଆକ୍ରମଣ ନିଷ୍ଫଳ କଲା ଆମେରିକା

କାବୁଲ, ୩୧ା୮: ଆଫଗାନିସ୍ତାନରୁ ଆମେରିକୀୟ ଓ ଏହାର ଆଫଗାନ୍‌ ସହଯୋଗୀଙ୍କୁ ଉଦ୍ଧାର ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ଥିବାବେଳେ ଆତଙ୍କବାଦୀ ଗୋଷ୍ଠୀ ଏଥିରେ ବାଧା ଉପୁଜାଇବାକୁ ଚେଷ୍ଟା ଚଳାଇଛନ୍ତି।…

ଅତ୍ୟଧିକ ଚିନ୍ତା ବଢ଼ାଏ ମେଦ

ମେଦ ବା ଓଜନ ବୃଦ୍ଧି ଆଜିକାଲି ଏକ ସାଧାରଣ କଥା ପାଲଟିଗଲାଣି। ଅସନ୍ତୁଳିତ ଖାଦ୍ୟ ଏଥିପାଇଁ ଅନେକାଂଶରେ ଦାୟୀ। ହେଲେ ଏହି ତାଲିକାରେ ନିକଟରେ ଏକ ନୂଆ…

ଆଶା କମ୍‌, ନିରାଶା ଅଧିକ

ଅନୁଗୋଳ ଅଫିସ, ୩୧ା୮ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ଭାବେ ହଜାରେ ତଳେ ରହୁଛି। ଟିକାକରଣ ଟାର୍ଗେଟ୍‌ ମଧ୍ୟ ବଢ଼ାଯାଇଛି।…

ସୌନ୍ଦର୍ଯ୍ୟକରଣ ସରିଲେ ଶ୍ରେଷ୍ଠ ସ୍ଥାନ

ଅନୁଗୋଳ ଅଫିସ, ୩୧ା୮ ଆଖି ଝଲସାଇ ଦେବ ଅନୁଗୋଳ ସହର। କୌଣସି ମେଟ୍ରୋ ସିଟିଠାରୁ ସୌନ୍ଦର୍ଯ୍ୟରେ ଏହା କମ୍‌ ଦିଶିବନି। ପରିମଳଠାରୁ ଆଲୋକୀକରଣ, ଅତ୍ୟାଧୁନିକ ପାର୍କ ନିର୍ମାଣ,…

ଏମାନଙ୍କୁ ରସୁଣ ଖାଇବା ମନା

ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି ଅନେକ ସୁଫଳ ବା ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍‌ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି…

ଅଣ୍ଟା ବ୍ୟଥା ହେଉଥିଲେ..

ଅଣ୍ଟା ବ୍ୟଥା ହେଉଥିଲେ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି ଯାହାକୁ ଆପଣେଇ ପାରିଲେ ଏଥିରୁ କେତେକାଂଶରେ…

କର୍ନଲ ଏସ୍‌ଡିଏମ୍‌ଙ୍କୁ ସମର୍ଥନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୩୧।୮: ହରିୟାଣାର କର୍ନଲ ଜିଲାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କ ମୁଣ୍ଡ ଫଟାଇବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇ ସ୍ଥାନୀୟ ଏସ୍‌ଡିଏମ୍‌ ଆୟୁଷ ସିହ୍ନା ବିବାଦ…